Month: September 2023

ଗୀତା ମେହେଟ୍ଟା ଙ୍କ ପରଲୋକ -ଭଉଣୀ ଗୀତା ମେହେଟ୍ଟାଙ୍କୁ ହରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଗୀତା ମେହେଟ୍ଟା ଙ୍କ ପରଲୋକ -ଭଉଣୀ ଗୀତା ମେହେଟ୍ଟାଙ୍କୁ ହରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ମହଲରୁ ମୁଖ୍ୟମନ୍ତ୍ରୀଙ୍କୁ ସମବେଦନା ଜଣାଇଛନ୍ତି। ୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମିତ ଗୀତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ…

ଗୀତା ମେହେଟ୍ଟା ଙ୍କ ପରଲୋକ

ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହଟ୍ଟାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ଘଟିଛି। ସେ ଟ୍ୱିଟ କରି କହିଛନ୍ତି, ଗୀତା ମେହେଟ୍ଟା ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ। ଲେଖନୀ ଚାଳନା ଓ ବୃତ୍ତଚିତ୍ର…

ନାଲକୋରେ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ

ନାଲକୋରେ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ ଅନୁଗୋଳ/ନାଲକୋନଗର,୧୬/୦୯: ନାଲକୋ ନଗର ଗୋପବନ୍ଧୁ ପାର୍କ ନିକଟରେ ଥିବା ପଡିଆ ରେ ଆଜି ସନ୍ଧ୍ୟାରେ ଏହି ବର୍ଷ ଚତୁର୍ଦଶତମ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ…

ବିଜେଡି ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ

ଭୂବନେଶ୍ବର: ବିଜୁ ଜନତା ଦଳ ଆଜି ତାହାର ଶ୍ରମିକ ସାମୁଖ୍ୟକୁ ନବକଳେବର କରିଛି। ଏ ନେଇ ବିଜେଡିର ସାଂଗଠାନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ…

ମାଗଣା ସ୍ଵାସ୍ତ୍ୟ ଓ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

(ମାଗଣା ସ୍ଵାସ୍ତ୍ୟ ଓ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ) ଜଗତସିଂହପୁର ତା =16/9/23 ରାହାମା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଓଡିଶା ମଦର ଟେରେସା ଫାଉଣ୍ଡେସନ | ଉତ୍କଳ ହସ୍ପିଟାଲ | ଏ ଏସ ଜି ଆଇ ହସ୍ପିଟାଲ…

ପୋଷାକ ବିତରଣ ଉତ୍ସବ

ପୋଷାକ ବିତରଣ ଉତ୍ସବ ଢେଙ୍କାନାଳ (୧୬/୯): ରାଜ୍ୟ ସରକାରଙ୍କର “ମୁଖ୍ୟମନ୍ତ୍ରୀ ପରିଧାନ” ଯୋଜନା ଆଧାରରେ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ଢେଙ୍କାନାଳରେ ଅଧ୍ୟୟନରତ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟ ର ପ୍ରଧାନ…

ବିଶ୍ବ ଓଜୋନ ସ୍ତର ଦିବସ

ବିଶ୍ବ ଓଜୋନ ସ୍ତର ଦିବସ ଢେଙ୍କାନାଳ (୧୬/୦୯):ଆଜି ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବିଶ୍ବ ଓଜୋନ୍ ସ୍ତର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀଯୁକ୍ତି ପ୍ରଦିପ କୁମାର ମହାପାତ୍ର, ପ୍ରଧାନ…

ବିଦ୍ୟାଳୟ ନିରାପତ୍ତା ସପ୍ତାହ

ବିଦ୍ୟାଳୟ ନିରାପତ୍ତା ସପ୍ତାହ ଢେଙ୍କାନାଳ (୧୬/୯):ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ସେପ୍ଟେମ୍ବର ୧୧ ରୁ ସେପ୍ଟେମ୍ବର ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ ହୋଇଯାଇଛି । ଏହି ସପ୍ତାହ ର ଅନ୍ତିମ ଦିବସରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ,…

ଜୟପୁରରେ ରାଜ୍ୟ ସଭାପତିଙ୍କ ସାମ୍ବାଦିକ ସମ୍ମିଳନୀ

ଜୟପୁରରେ ରାଜ୍ୟ ସଭାପତିଙ୍କ ସାମ୍ବାଦିକ ସମ୍ମିଳନୀ ବିଜେଡି ସରକାରର ଏକଛତ୍ରବାଦ ଶାସନକୁ ବରଦାସ୍ତ କରିବେ ନାହିଁ ଓଡ଼ିଶାବାସୀ: ମନମୋହନ ସାମଲ  ଓଡ଼ିଶାରେ ପଂଚାୟତରାଜ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଥିବାବେଳେ ଗଣତନ୍ତ୍ର ବ୍ୟବସ୍ଥା ଧ୍ୱସ୍ତବିଧ୍ୱସ୍ତ ହୋଇପଡିଛି ଜୟପୁର (କୋରାପୁଟ) /ଭୁବନେଶ୍ୱର, ତା.୧୬/୦୯:…

ଜିଲ୍ଲା ମୁଖ୍ୟ ମୁଖପାତ୍ର ନିଯୁକ୍ତି ଘୋଷଣା

*ଜିଲ୍ଲା ମୁଖ୍ୟ ମୁଖପାତ୍ର ନିଯୁକ୍ତି ଘୋଷଣା* ଭୁବନେଶ୍ୱର ତା. ୧୬.୯- ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା ଜିଲ୍ଲା ମୁଖ୍ୟମୁଖପାତ୍ର ମାନଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଏକ ପ୍ରେସ…