ବର୍ଷା ଯୋଗୁଁ ମ୍ୟାଚ୍ ବାତିଲ – ଅବସିଷ୍ଟାଂଶ ଆଜି ଖେଳାଯିବ
ବର୍ଷା ଯୋଗୁଁ ମ୍ୟାଚ୍ ବାତିଲ – ଅବସିଷ୍ଟାଂଶ ଆଜି ସୋମବାର ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିଲା ବର୍ଷା। ଶ୍ରୀଲଙ୍କାର ଆର୍. ପ୍ରେମାଦାସା ଷ୍ଟାଡିଅମରେ ମ୍ୟାଚ୍ ବେଳେ ବର୍ଷା। ୨୪.୧ ଓଭର ସୁଦ୍ଧା ଭାରତର ସ୍କୋର ୧୪୭/୨। ୨୦ ଓଭର ବିଶିଷ୍ଟ…
