ହସ୍ତଶିଳ୍ପ କାରିଗର ଓ ବୁଣାକାର ମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ଜୀବନ ବୀମା ଯୋଜନା ପ୍ରଣୟନ ନେଇ ମନ୍ତ୍ରୀଙ୍କ ବୈଠକ
ରାଜ୍ୟର ହସ୍ତଶିଳ୍ପ କାରିଗର ଓ ବୁଣାକାର ମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ଜୀବନ ବୀମା ଯୋଜନା ପ୍ରଣୟନ କରାଯିବ। ଓଡ଼ିଶାର ସମସ୍ତ ହସ୍ତଶିଳ୍ପ ଗ୍ରାମକୁ ସଂଯୋଗ କରୁଥିବା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପ୍ରମୁଖ ଜିଲ୍ଲା ରାସ୍ତାଗୁଡ଼ିକରେ ସ୍ବତନ୍ତ୍ର ସାଇନବୋର୍ଡ…
