ଶ୍ରୀ ଶ୍ରୀ କୁଞ୍ଜକାନ୍ତ ଜୀଉଙ୍କ ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ପାଳିତ
ଶ୍ରୀ ଶ୍ରୀ କୁଞ୍ଜକାନ୍ତ ଜୀଉଙ୍କ ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ପାଳିତ ଢେଙ୍କାନାଳ କୁଞ୍ଜକାନ୍ତ ସ୍ଥିତ ଶ୍ରୀ ଶ୍ରୀ କୁଞ୍ଜକାନ୍ତ ଜୀଉଙ୍କ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲହାର ତୁଳସୀ ହାର…
