ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ଢେଙ୍କାନାଳ, ତା. ୦୧,୦୯,୨୦୨୩ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟସ୍ଥିତ ସଦଭାବନା ଗୃହ ଠାରେ ଢେଙ୍କାନାଳ ଜିଲ୍ଲା ବିପର୍ଯ୍ୟୟ କର୍ତ୍ତୃପକ୍ଷ ଏବଂ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସଡ଼ମା)ର ମିଳିତ ଆନୁକୁଲ୍ୟରେ ଜିଲ୍ଲାପାଳ…
