କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମନଙ୍କ ଅଧ୍ୟକ୍ଷତାରେ ଜିଏସ୍ଟି ପରିଷଦର ୫୨ତମ ବୈଠକ ଅନୁଷ୍ଠିତ
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମନଙ୍କ ଅଧ୍ୟକ୍ଷତାରେ ଜିଏସ୍ଟି ପରିଷଦର ୫୨ତମ ବୈଠକ ନୂଆଦିଲ୍ଲୀ ସ୍ଥିତ ସୁଷମା ସ୍ବରାଜ୍ ଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶା ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ରାଜ୍ୟ ପକ୍ଷରୁ ଅନେକ ପ୍ରସଙ୍ଗ…
