Month: April 2024

ଶିକ୍ଷୟତ୍ରୀ ମାନସୀ କର ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ।

କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ଵାର ମୁଣ୍ଡମାଳ ସ୍ଥିତ ଝୋଟେଶ୍ୱର ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଅତିପ୍ରିୟ ସାହିତ୍ୟ ଓ ଇତିହାସ ଶିକ୍ଷୟତ୍ରୀ ମାନସୀ କର s ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଝୋଟେଶ୍ୱର ନୋଡାଲ ସରକାରୀ…

ହୋଟେଲ ଲକିଇଣ୍ଡିଆ ଏକ ରୁମ୍ ରୁ ହୋଟେଲ କର୍ମଚାରୀ ର ମୃତ ଦେହ ଉଦ୍ଧାର।

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡବିଲ ପୌରାଞ୍ଚଳ ତଥା ବଡବିଲ ଥାନା ଅନ୍ତର୍ଗତ ୱାର୍ଡ ନମ୍ୱର୍ 15ସ୍ଥିତ ହୋଟେଲ ଲକିଇଣ୍ଡିଆ ରୁ ଉକ୍ତ ଲକିଇଣ୍ଡିଆ ହୋଟେଲ ରେ କାର୍ଯ୍ୟରତ ଏକ କର୍ମଚାରୀ ର ମୃତ ଦେହ ଉଦ୍ଧାର। ସୂଚନା ଅନୁଯାୟୀ ଗତ…

ବିଜେଡିର ପ୍ରଚାର ଗାଡିକୁ ଜବତ କଲା ନିର୍ବାଚନ ଫ୍ଲାଇଙ୍ଗ ସ୍କ୍ୱାର୍ଡ

ଜଗତସିଂହପୁର, ସମଗ୍ର ଦେଶରେ ନିର୍ବାଚନ ଆଚରଣ ବିଧି ଲାଗୁହେବା ପରେ ପ୍ରଶାସନ ପକ୍ଷରୁ ଆଚରଣ ବିଧିକୁ କଡାକଡି ଭାବରେ ପାଳନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି | ଯେଉଁ ଦଳ ନିର୍ବାଚନ ଆଚରଣ ବିଧି ଉଲଂଘନ କରୁଛି ସେହି ଦଳ ଉପରେ…

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ । କର୍କଟ ରୋଗରେ ଆକ୍ରାନ୍ତ ହେବାପରେ ଦୀର୍ଘକାଳ ଧରି ଚିକିତ୍ସିତ ହେଉଥିବା ଏହି ସ୍ବରଶିଳ୍ପୀ ଭୁବନେଶ୍ବରର ଏକ ‌ଘରୋଇ ଡାକ୍ତରଖାନାରେ ସୋମବାର ରାତି ୮ଟାରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୫ ବର୍ଷ ହୋଇଥିଲା।…

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

ଅନୁଗୋଳ, ୦୨/୦୪- ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ । ୮୯ତମ ପବିତ୍ର ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ଆଜି ପୂର୍ବାହ୍ନରେ ଅନୁଗୋଳରେ ନିର୍ବାଚନ ଆଚରଣ ବିଧି ମୁତାବକ ପାଳିତ ହୋଇଯାଇଛି ।…

ଡାକ୍ତର ବସନ୍ତ କୁମାର ବାରିକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଜଗତସିଂହପୁର ଜଗତସିଂହପୁର ଜ଼ିଲ୍ଲା ସ୍ୱାସ୍ଥ୍ୟ ସମିତି ର କାର୍ଯ୍ୟରତ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବସନ୍ତ କୁମାର ବାରିକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଜ଼ିଲ୍ଲା ସ୍ଵାସ୍ତ୍ୟ ସମିତି ତରଫରୁ ଅନୁଷ୍ଠିତ ହୋଇଯାଇଛି | ଏହି ବିଦାୟ କାଳୀନ…