ଚତୁର୍ଥ ଦିନରେ ବିଜେଡିର ଚକ୍ରମଣି ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ
ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ର ତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆର ରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର…
