କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ସଭା: ବିରୋଧୀଙ୍କ ଆତ୍ମ ପ୍ରଚାରରୁ ଦୂରେଇ ରହିବାକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ବାନ
କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଠାରେ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି। କନ୍ଧମାଳ ଷ୍ଟାଡିୟମ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ନିବେଦନ…
