ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ
ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି…
