Month: November 2024

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୩ ଆହତ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର…

ଏଟିଏମରୁ ଉଠାଇପାରିବେ ଇପିଏଫ ଟଙ୍କା!

ନୂଆଦିଲ୍ଲୀ: ଏଣିକି ଏଟିଏମ୍ ଦ୍ବାରା ଉଠାଇ ହେବ ଇପିଏଫ ଟଙ୍କା । ଏନେଇ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଇପିଏଫର ତୃତୀୟ ସଂସ୍କରଣରେ ପେନସନ ଧାରୀଙ୍କୁ ମୋଟା ଅଙ୍କର ଟଙ୍କା ମିଳିବା ସହ କର୍ମଚାରୀଙ୍କ…

ଭୁବନେଶ୍ୱର ଡିଜିପି-ଆଇଜିପି ସମ୍ମିଳନୀର ଆଜି ୨ୟ ଦିନ : ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା

ଭୂବନେଶ୍ୱର, ୩୦/୧୧ : ଡିଜି-ଆଇଜି ସମ୍ମିଳନୀରେ ଆଜି ୨ୟ ଦିନ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସକାଳ ୮ଟା ୩୦ରେ ଲୋକସବା ଭବନରେ ୨ୟ ଦିନରେ ସମ୍ମିଳନୀର ଆରମ୍ଭ ହେବ ।…

ଆଜି ପୁଡୁଚେରୀରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ଫେଙ୍ଗଲ

ଭୂବନେଶ୍ବର, ୩୦/୧୧ : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ଫେଙ୍ଗଲରେ ପରିଣତ ହୋଇଛି l ଆଜି ତାମିଲନାଡୁ ନିକଟ ପୁଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’। ସମୁଦ୍ର ମଧ୍ୟରେ…

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୂବନେଶ୍ୱର, ୩୦/୧୧ : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ । ସାଂଗଠନିକ ନିର୍ବାଚନ ନେଇ କର୍ମଶାଳାର ଆୟୋଜନ ହୋଇଛି । ଏହି ବୈଠକରେ ବିଧାୟକ, ସାଂସଦ, କର୍ମକର୍ତ୍ତାମାନ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହି ଦଳର ସାଂଗଠନିକ ନିର୍ବାଚନ ଦାୟିତ୍ୱରେ…

କାରରୁ ୮୮ କେଜି ରୂପା ଇଟା ସହ ନଗଦ ୫ ଲକ୍ଷ ଟଙ୍କା ଜବତ

ଗଞ୍ଜାମ: ଚାରା ଚାଲାଣ ବେଳେ ଜବତ ହେଲେ ବିପୁଳ ପରିମାଣର ରୂପା ଇଟା ସହ ନଗଦ ଟଙ୍କା । ବ୍ରହ୍ମପୁରରୁ କୋଲକତା ଅଭିମୁଖେ ଯାଉଥିବାବେଳେ ବାଟରେ ମାଡି ବସିଲା ବ୍ରହ୍ମପୁର ପୋଲିସ । ଘଟଣାର ଖୋଳତାଡ ଆରମ୍ଭ କରିଛି ପୋଲିସ ।…

ସୃଷ୍ଟି ହେଲା ବାତ୍ୟା ‘ଫେଞ୍ଜଲ’ : ଆସନ୍ତାକାଲି ଛୁଇଁବ ଉପକୂଳ

ଭୂବନେଶ୍ୱର, ୨୯/୧୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଫେଞ୍ଜଲ’ । ଆସନ୍ତାକାଲି ଅପରାହ୍ନ ସୁଦ୍ଧା ତାମିଲନାଡୁ-ପୁଡୁଚେରୀ ଉପକୂଳ ଛୁଇଁବ । ଉପକୂଳ ଛୁଇଁବା ବେଳେ ପବନର ବେଗ ୭୦ରୁ ୮୦ କିମି ସମ୍ଭାବନା ରହିଛି। ଘଣ୍ଟାପ୍ରତି ୧୩ କିମି ବେଗରେ…

୪୨ କେଜି ଗଞ୍ଜେଇ ଜବତ : ୨ ଅଭିଯୁକ୍ତ ଗିରଫ

ଭୂବନେଶ୍ୱର, ୨୯/୧୧ : କାରରୁ ୪୨ କେଜି ବେଆଇନ ଗଞ୍ଜେଇ ଜବତ । ୟୁପି ରାଜ୍ୟ ମଥୁରା ଜିଲ୍ଲାର ନିତିନ କୁମାର ଓ ବିନୋଦ କୁମାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ ପୋଲିସ। ତାଙ୍କ ଠାରୁ ୨ଟି…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୂବନେଶ୍ୱର, ୨୯/୧୧ : ଡିଜିପି-ଆଇଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇବା ପରେ ପିଏମ୍ ମୋଦୀଙ୍କୁ ସ୍ୱାଗତ ଜଣାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ…

ରୁକ୍ମିଣୀ ସିନେମା ହଲ୍ ରେ ସଂଧ୍ୟାରେ ମନ୍ତ୍ରୀ ଦେଖିଲେ ସିନେମା ‘ଦି ସାବରମତୀ ରିପୋର୍ଟ୍’

ବ୍ରହ୍ମପୁର, ୨୯/୧୧ : ୨୦୦୨ ମସିହାରେ ଗୁଜୁରାଟର ଗୋଧ୍ରା ଠାରେ ଘଟିଥିବା ସତ୍ୟ ଘଟଣା ଉପରେ ଆଧାରିତ “ଦି ସାବରମତୀ ରିପୋର୍ଟ୍” ଚଳଚ୍ଚିତ୍ର ଦେଖିବାକୁ ଓଡ଼ିଶା ସରକାରଙ୍କ ବାଣିଜ୍ୟ,ପରିବହନ,ଖଣି ଓ ଇସ୍ପାତ କ୍ୟାବିନେଟ ମନ୍ତ୍ରୀ ବିଭୂତି ଭୂଷଣ ଜେନା ବ୍ରହ୍ମପୁର ସ୍ଥିତ…