ନୂଆ କୁଳପତି ଚୟନ ପ୍ରକ୍ରିୟାରେ ବିଳମ୍ବ: ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଲେ ରାଜ୍ୟପାଳ
ଭୂବନେଶ୍ଵର: ରାଜ୍ୟରେ ବିଳମ୍ବ ହେଉଛି କୁଳପତି ଚୟନ ପ୍ରକ୍ରିୟା। ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ୩ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ଉଚ୍ଚଶିକ୍ଷା ବିଭାଗର ସଚିବଙ୍କୁ ଚିଠି ଲେଖାଯାଇଛି। କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ନିର୍ଦ୍ଦେଶରେ ରାଜ୍ୟପାଳଙ୍କ…
