ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ : ହାଇକୋର୍ଟ
ଭୂବନେଶ୍ୱର, ୧୨/୧୧ : ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି । ସେନା ଅଧିକାରୀଙ୍କୁ ଥାନାରେ ବ୍ୟବହାର ନେଇ ଏସଓପି ଜାରି କରାଯାଇଛି ।…
