Month: November 2024

ଲସା ଗ୍ରାମକୁ ନିଶା ମୁକ୍ତ କରିବାକୁ ଗ୍ରାମ୍ୟ କମିଟି ଓ ମହିଳା ମାନେ ଅଣ୍ଟା ଭିଡ଼ିଲେ

ଲସା ଗ୍ରାମକୁ ନିଶା ମୁକ୍ତ କରିବାକୁ ଗ୍ରାମ୍ୟ କମିଟି ଓ ମହିଳା ମାନେ ଅଣ୍ଟା ଭିଡ଼ିଲେ କୁଚିଣ୍ଡା:୬/୧୧: କୁଚିଣ୍ଡା ବ୍ଲକ ଚନ୍ଦିନୀମାଲ ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଲସା ଗ୍ରାମକୁ ନିଶା ମୁକ୍ତ କରିବା ପାଇଁ ଆଜି ଗଜଲକ୍ଷ୍ମୀ ପୂଜା ପଡ଼ିଆରେ…

ଶିମିଳିପାଳ ଅଭୟାରଣ୍ୟକୁ ଆସିବ ଆଉ ଏକ ବାଘୁଣୀ

ଭୂବନେଶ୍ୱର, ୦୭/୧୧ : ଶିମିଳିପାଳ ଅଭୟାରଣ୍ୟକୁ ଆସିବ ଆଉ ଏକ ବାଘୁଣୀ । ମହାରାଷ୍ଟ୍ରର ତଡବା ବ୍ୟାଘ୍ର ପ୍ରକଳ୍ପରେ ପହଂଚିଲେ ମୟୂରଭଞ୍ଜ ଜିଲ୍ଲାର ଦଶ ଜଣିଆ ଟିମ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ସହକାରୀ ବନ ସଂରକ୍ଷକ ପ୍ରଦୀପ ଦେଙ୍କ ନେତୃତ୍ବରେ ଏକ…

ପଦ୍ମ ଧରିଲେ ସୁନନ୍ଦା, ନିକଟରେ ବିଜେଡି ଛାଡିଥିଲେ

ଭୂବନେଶ୍ବର: ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନିଜ ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସୁନନ୍ଦା । ତେବେ…

ହାତୀଙ୍କ ପାଇଁ ରାଜ୍ୟରେ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର

ଭୂବନେଶ୍ବର: ଓଡିଶାରେ ଗଜରାଜଙ୍କ ପାଇଁ ଜାଗା କମ୍ ପଡିଲାଣି । ଓଡିଶା ଜଙ୍ଗଲରେ ସର୍ବାଧିକ ହାତୀ ରହିବା କ୍ଷମତା ୧୭୦୦ ଥିବା ବେଳେ ଏବେ ରାଜ୍ୟରେ ମୋଟ ହାତୀ ସଂଖ୍ୟା ୨୧୦୦ ରହିଛି । ଯାହାକି କ୍ଷମତା ଠାରୁ ୪୦୦ ଅଧିକ…

ବାତ୍ୟା ଦାନା କ୍ଷୟକ୍ଷତି: ୭ ଦିନ ଭିତରେ ଟଙ୍କା ବାଣ୍ଟିବେ ଜିଲ୍ଲାପାଳ

ଭୂବନେଶ୍ବର: ବାତ୍ୟା ଦାନାରେ ଯେଉଁମାନଙ୍କର କ୍ଷୟକ୍ଷତି ହୋଇଛି ସେମାନଙ୍କୁ ଆଗାମୀ ୭ ଦିନ ଭିତରେ ନିଜ ନିଜ ଜିଲ୍ଲାପାଳଙ୍କ ଠାରୁ ସହାୟତା ରାଶି ମିଳିଯିବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା…

ରାଜଧାନୀରେ ଗଡିବ ମେଟ୍ରୋ: ୨୦୨୭ ସୁଦ୍ଧା କାମ ଶେଷ

ଭୂବନେଶ୍ବର: ରାଜଧାନୀରେ ଗଡିବ ମେଟ୍ରୋ ଟ୍ରେନ୍ । ଏଥିପାଇଁ ଜୋରସୋରରେ ଚାଲିଛି କାମ । ଆସନ୍ତା ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମ ସରିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ । ବର୍ତ୍ତମାନ…

ଦେଶର ୧୫ ଆଞ୍ଚଳିକ ବ୍ୟାଙ୍କର ହେବ ମିଶ୍ରଣ

ଭୂବନେଶ୍ବର: ଦେଶର ୧୫ ଟି ଆଞ୍ଚଳିକ ବ୍ୟାଙ୍କର ମିଶ୍ରଣ କରାଯିବ । କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ (ଆରଆରବି)ର ମିଶ୍ରଣର ଚତୁର୍ଥ ପର୍ଯ୍ୟାୟ ଆରମ୍ଭ କରିଛି । ଏହି ମିଶ୍ରଣ ପ୍ରକ୍ରିୟାରେ କେନ୍ଦ୍ର ସରକାର ‘ଏକ ରାଜ୍ୟ ଏକ…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଖୁବ୍ ଶୀଘ୍ର ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

ଭୂବନେଶ୍ୱର: ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ…

କନ୍ଧମାଳ ଆମ୍ବ ଟାକୁଆ ‘ଅପମୃତ୍ୟୁ’ ଘଟଣା: ଦକ୍ଷିଣାଞ୍ଚଳ ଆରଡିସିଙ୍କ ତଦନ୍ତ ଆରମ୍ଭ

ଭୂବନେଶ୍ବର: କନ୍ଧମାଳ ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମର ଗ୍ରାମବାସୀଙ୍କ ଅପମୃତ୍ୟୁ ଓ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଦକ୍ଷିଣାଂଚଳ ରାଜସ୍ୱ କମିଶନର (ଆରଡିସି) ରୂପା ରୋଶନ ସାହୁ ବୁଧବାର କନ୍ଧମାଳ…

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୂବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ । ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର…