ଅବସର ଘୋଷଣା କଲେ ରିଦ୍ଧିମାନ ଶାହ
କୋଲକାତା: ଭାରତର ୱିକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଚଳିତ ରଣଜୀ ସିଜନ ପରେ ସେ କ୍ରିକେଟକୁ ଅଲବିଦା କହିବେ । ୪୦ ବର୍ଷୀୟ ରିଦ୍ଧିମାନ ଭାରତ ପକ୍ଷରୁ ୪୦ ଟେଷ୍ଟ ଖେଳିଛନ୍ତି…
ମହିଳା କ୍ରିକେଟ: ୪ ବର୍ଷରେ ୧୧ଟିମ ଖେଳିବ ୪୦୦ ମ୍ୟାଚ
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ ୨୦୨୫ରୁ ୨୦୨୯ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି । ୪ ବର୍ଷ ମଧ୍ୟରେ ୧୧ଟି ମହିଳା ଟିମ ୪୦୦ରୁ ଊର୍ଦ୍ଧ୍ୱ ମ୍ୟାଚ ଖେଳିବେ । ମହିଳା କ୍ରିକେଟରେ ଚାମ୍ପିୟନ୍ସ ଟ୍ରଫିର ଆୟୋଜନ କରାଯିବ ବୋଲି ଏହି…
ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ
ଭୂବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ସ୍ୱୀକୃତି ଓଡିଶାର ଜନସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟର ଉତ୍ସର୍ଗିକୃତ…
କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି: ଆଜି ପଡିବ ଭୋଟ
ନୂଆଦିଲ୍ଲୀ: କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି? ପୁଣି କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ? ନା ବାଜି ମାରିନେବେ ଭାରତୀୟ ବଂଶଦ୍ଭବ କମଲା ହାରିସ। ସେ ନେଇ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ । ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ…
୧୪ ବିଧାନସଭା ଆସନ ପାଇଁ ବଦଳିଲା ଉପନିର୍ବାଚନ ତାରିଖ
ନୂଆଦିଲ୍ଲୀ: ୧୪ ଟି ବିଧାନସଭା ଆସନ ପାଇଁ ବଦଳିଛି ଉପନିର୍ବାଚନ ତାରିଖ। ଉତ୍ତରପ୍ରଦେଶ, ପଞ୍ଜାବ ଏବଂ କେରଳର ୧୪ ଟି ବିଧାନସଭା ଆସନ ପାଇଁ ପରିବର୍ତ୍ତନ କରାଯାଇଛି ଉପ-ନିର୍ବାଚନର ତାରିଖ। ଏହି ଆସନଗୁଡିକରେ ନଭେମ୍ବର ୧୩ ପରିବର୍ତ୍ତେ ନଭେମ୍ବର ୨୦ରେ ମତଦାନ…
ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍
ଭୂବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି।…
କାନାଡାରେ ଥିବା ହିନ୍ଦୁ ମନ୍ଦିରରେ ଆକ୍ରମଣ ଘଟଣା: କଡା ନିନ୍ଦା କଲେ ପ୍ରଧାନମନ୍ତ୍ରୀ
ନୁଆଦିଲ୍ଲୀ: କାନାଡାର ଓଣ୍ଟାରିଓ ପ୍ରଦେଶର ବ୍ରାମ୍ପଟନରେ ଥିବା ଏକ ମନ୍ଦିରରେ ହୋଇଥିବା ଆକ୍ରମଣ ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୀବ୍ର ନିନ୍ଦା କରିଛନ୍ତି। କାନାଡାରେ କାର୍ଯ୍ୟ କରୁଥିବା ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବା ପାଇଁ ଏହା ଏକ ଚକ୍ରାନ୍ତ । ଏପରି…
