କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ : ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍…
