ମୁଁ ବି ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିଲି: ମୁଖ୍ୟମନ୍ତ୍ରୀ
ଭୂବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଠକ ସଂସ୍ଥା ମାନଙ୍କଠାରୁ କିଏ ନ କିଏ…
