Month: January 2025

ଆରମ୍ଭ ହେଲା ଆବାସ ସର୍ଭେ, ଜାଣନ୍ତୁ କାହାକୁ ମିଳିବ?

ଭୂବନେଶ୍ବର: ଆଜିଠୁ ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ଆବାସ ସର୍ଭେ । ଉଭୟ ଅଫଲାଇନ ଏବଂ ଅନଲାଇନ ମାଧ୍ୟମରେ ହିତାଧିକାରୀ ଆବେଦନ କରିପାରିବେ । ଏଥିପାଇଁ ଆଜି ରାଜ୍ୟ ସରକାର ବିଧିବଦ୍ଧ ଭାବେ, ଆବାସ ପୋର୍ଟାଲ ଏବଂ ମୋବାଇଲ ଆପର ଶୁଭାରମ୍ଭ ମଧ୍ୟ…

ଜେପିସିରୁ ନିଲମ୍ବିତ ହେଲେ ୧୦ ସାଂସଦ

ନଆଦିଲ୍ଲୀ: ଆଜି ସଂସଦ ପରିସରରେ ୱାକଫ ସଂଶୋଧନ ବିଲ୍, ୨୦୨୪ ଉପରେ ମିଳିତ ସଂସଦୀୟ କମିଟି (ଜେପିସି)ର ଏକ ବୈଠକ ବସିଥିବା ବେଳେ ଏଥିରେ ହଙ୍ଗାମା କରିଥିଲେ ବିରୋଧୀ ସାଂସଦ । ଯେଉଁଥିରେ ଅଧ୍ୟକ୍ଷ ଅତିଷ୍ଟ ହୋଇ ପରିଶେଷରେ ବିରୋଧୀ ଦଳର…

ଝାଡ଼ାବାନ୍ତିରେ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ

ନବରଙ୍ଗପୁର: ଝାଡ଼ାବାନ୍ତିରେ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ। ନବରଙ୍ଗପୁର ଜିଲ୍ଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଝାଡାବାନ୍ତିରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ଝାଡାବାନ୍ତିର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ। ଏନେଇ ସ୍ୱାସ୍ଥ୍ୟ ଟିମ ତଦନ୍ତ ଆରମ୍ଭ କରିଛନ୍ତି।ସୂଚନା ଅନୁସାରେ…

ଅସ୍ତ୍ରଶସ୍ତ୍ର କାରଖାନାରେ ବଡ ବିସ୍ଫୋରଣ: ୮ ମୃତ, ୭ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରରେ ବଡ ବିସ୍ଫୋରଣ । ଆଜି ମହାରାଷ୍ଟ୍ର ଜବାହାର ନଗର ଭଣ୍ଡାରାରେ ଏକ ଅସ୍ତ୍ରଶସ୍ତ୍ର ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଯେଉଁଥିରେ ଅନେକ ଶ୍ରମିକ ଭିତରେ ଫସିଥିବା ବେଳେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

୭୨ ଗ୍ରାମ ହେରୋଇନ ଜବତ : ଜଣେ ଗିରଫ

ଭୂବନେଶ୍ୱର, ୨୪/୦୧ : କମର୍ଦ୍ଦା ବାରମାଇଲରେ ଅବକାରୀ ବିଭାଗ ଚଢ଼ାଉ କରିବା ସହ ସେଠାରୁ ୭୨ ଗ୍ରାମ ହେରୋଇନ ଜବତ କରିଛି । ଜବତ ହୋଇଥିବା ହେରୋଇନର ଆନୁମାନିକ ମୂଲ୍ୟ ୭ଲକ୍ଷ ୨୦ହଜାର ବୋଲି ଜଣାପଡ଼ିଛି। ଏହି ମାମଲାରେ ଜଣକୁ ଗିରଫ…

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ : ଟିକେଟ୍‌ ବିକ୍ରି ନେଇ ଘୋଷଣା ହେଲା ତାରିଖ

ଭୂବନେଶ୍ୱର, ୨୪/୦୧ : କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଛି। କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୨ରୁ ଟିକେଟ ବୁକିଂ କରିବେ । ଅନଲାଇନରେ ୪ ହଜାର ଟିକେଟ୍‌ ଉପଲବ୍ଧ ହେବ।।…

ଶପଥ ପାଠ କାର୍ଯକ୍ରମ ଅନୁଷ୍ଠିତ

ଢେଙ୍କାନାଳ : ସହର ସ୍ଥିତ ସୁଲକ୍ଷଣା ଉଚ୍ଚ ବିଦ୍ୟାଳୟରେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଙ୍କ ତତ୍ଵାବଧାନରେ ଶପଥ ପାଠ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ସମସ୍ତ…

୧୧ ତମ ଏକଦିବସୀୟ ଶ୍ରୀ ସାଇ ସତ୍ ଚରିତ ପାରାୟଣ ହୋଇ ଯାଇଛି

ଆଜି ଢେଙ୍କାନାଳ କାରିଗର ସାହିସ୍ଥ ଅଭିନନ୍ଦନ ଗାର୍ଡେନ ଠାରେ ,,୧୧ ତମ ଏକଦିବସୀୟ ଶ୍ରୀ ସାଇ ସତ୍ ଚରିତ ପାରାୟଣ ହୋଇ ଯାଇଛି ।ଏହି ପାରାୟଣ ସକାଳ ୫.୩୦ ରେ ଆରମ୍ଭ ହୋଇ ରାତ୍ରି ୯ ଟାରେ ସମାପନ ହୋଇଥିଲା ।ଏହି…

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ପାଳିତ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ପାଳିତ ଭବାନୀପାଟଣା: ତା 23/01 କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁଭାଷ ଚନ୍ଦ୍ର…

ଆମ୍ ଆଦମୀ ପାର୍ଟି ପାଳନ କଲା ନେତାଜୀ ଜୟନ୍ତୀ

ଆମ୍ ଆଦମୀ ପାର୍ଟି ପାଳନ କଲା ନେତାଜୀ ଜୟନ୍ତୀ ଢେଙ୍କାନାଳ : ବ୍ରିଟିଶ ସରକାର ବିରୁଦ୍ଧରେ ସାଲିସ ବିହୀନ ସଂଗ୍ରାମ କରିଥିବା ମହାନ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ, ବିପ୍ଲବୀ, କ୍ରାନ୍ତିକାରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ…