ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଲାଣି ରାଜଧାନୀ : ସୁରକ୍ଷାରେ ୮୦ପ୍ଲାଟୁନ ଫୋର୍ସ
ଭୂବନେଶ୍ୱର, ୦୭/୦୧ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରବାସୀ ଭାରତୀୟ ଦିବସ । ତିନିଦିନିଆ ମେଗା ଇଭେଣ୍ଟ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡ଼ିଆ ସଂସ୍କୃତିି ଅନୁଯାୟୀ ପ୍ରବାସୀଙ୍କୁ ସ୍ବାଗତ କରାଯିବ । ପର୍ଯ୍ୟଟନ, ବାଣିଜ୍ୟ, ଶିଳ୍ପ ପାଇଁ…
