ମହାକାଶ ଗଲା ନାଭିଗେସନ୍ ସାଟେଲାଇଟ୍ NVS-02
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନକୁ ବଡ଼ ସଫଳତା । ଶ୍ରୀହରିକୋଟା ସ୍ପେଶପୋର୍ଟରୁ ହେଲା ଐତିହାସିକ ଉତକ୍ଷେପଣ । ମହାକାଶ ଗଲା ନାଭିଗେସନ୍ ସାଟେଲାଇଟ୍ NVS-02 । GSLV-F15 ରକେଟ୍ ଯୋଗେ ଉଡ଼ାଣ ଭରିଲା ନାଭିଗେସନ୍ ସାଟେଲାଇଟ୍ NVS-02 । ଶ୍ରୀହରିକୋଟାରୁ…
