ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା
ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି ।ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା…
