ବିଶିଷ୍ଟ ସମାଜସେବୀ ଓ ପରୋପକାରୀ ସ୍ବର୍ଗତ ସୁରେଶ ଚନ୍ଦ୍ର ବେଉରିଆଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ଆୟୋଜିତ ସ୍କୁତିଚାରଣ ଓ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି
ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ବାଙ୍ଗରା ପଞ୍ଚାୟତର କୁସୁନପୁର ଗ୍ରାମର ବିଶିଷ୍ଟ ସମାଜସେବୀ ଓ ପରୋପକାରୀ ସ୍ବର୍ଗତ ସୁରେଶ ଚନ୍ଦ୍ର ବେଉରିଆଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ଆୟୋଜିତ ସ୍କୁତିଚାରଣ ଓ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଅବସରପ୍ରାପ୍ତ…
