କିଏ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ; ଆଜି ଘୋଷଣା, ୧୮ରେ ଶପଥ ଗ୍ରହଣ
ନୂଆଦିଲ୍ଲୀ: କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏନେଇ ଆଜି ଚୂଡାନ୍ତ ନିଷ୍ପତ୍ତି ହେବ। କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶପଥ ଗ୍ରହଣ ସମାରୋହ ୧୮ ତାରିଖରେ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଶପଥ ଗ୍ରହଣ ଉତ୍ସବରେ ବିଜେପି ଶାସିତ ରାଜ୍ୟର…
