Month: February 2025

ଏପ୍ରିଲରୁ ବଢ଼ିପାରେ ବିଜୁଳି ଦର

ଭୂବନେଶ୍ବର, ୧୩/୦୨ : ବିଦ୍ୟୁତ୍ ଦର ନିର୍ଦ୍ଧାରଣ ଲାଗି ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀର ପ୍ରସ୍ତାବ ଉପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ଶୁଣାଣି କରିବେ। ଏହା ଆସନ୍ତା ୧୭ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। କମ୍ପାନୀ…

ଏଡିଇଓଙ୍କ ଘରେ ଭିଜିଲାନ୍ସ ଚଢାଉ, ମିଳିଲା ଏତିକି ସମ୍ପତ୍ତି

କୋରାପୁଟ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ୭ଟି ଠିକଣାରେ ଜୟପୁର ଭିଜିଲାନ୍ସ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଜୟନ୍ତଙ୍କୁ ବିପୁଳ ସ୍ୱାଗତ

ଭୂବନେଶ୍ୱର: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ଐତିହାସିକ ବିଜୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ୨୭ ବର୍ଷ ପରେ ଦିଲ୍ଲୀରେ…

ଚୋରି ବାଇକ୍ ଜବତ ସହ ଦୁଇ ଗିରଫ

ବରଗଡ:୧୩/୨(ପବିତ୍ର ମେହେର ) ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ଗତ ମଙ୍ଗଳବାର ଚୋରି ହୋଇଥିବା ଏକ ବାଇକ୍‌(ନଂ-ଓଡି ୧୭ ଏସ୍‌ ୧୫୭୯)କୁ ପୋଲିସ ଜବତ କରିବା ସହିତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ…

ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ଶ୍ରମିକ ସଚେତନ ରଥ ଉଦଘାଟିତ

ଆଜି ତା ୧୩.02.୨୦୨୫ ରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ଶ୍ରମିକ ସଚେତନ ରଥ ଉଦଘାଟିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ସେଠିଙ୍କ ଦ୍ଵାରା ଉକ୍ତ ରଥ ଉଦଘାଟନ ହୋଇଅଛି ।…

ବଜେଟ୍ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ : ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ

ଭୂବନେଶ୍ବର,୧୩/୨ : ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖିଛନ୍ତି ।’ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା…

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା , ଖାଦ୍ୟ ଓ ଭିର୍ତ୍ତି ଭୂମି ସମ୍ପର୍କିତ ସମୀକ୍ଷା ବୈଠକ

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା , ଖାଦ୍ୟ ଓ ଭିର୍ତ୍ତି ଭୂମି ସମ୍ପର୍କିତ ସମୀକ୍ଷା ବୈଠକ ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି…

ଆସନ୍ତାକାଲି ୧୦ଟା ଯାଏ ଗୃହ ମୁଲତବୀ

ଭୂବନେଶ୍ୱର, ୧୩/୦୨ : ବିଧାନସଭା ବଜେଟ୍ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି । ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ଅଭିଭାଷଣ ରଖିଛନ୍ତି । ଏହା ପରେ ଆସନ୍ତାକାଲି ପୂର୍ବାହ୍ନ ସାଢେ ୧୦ଟା ଯାଏ ବିଧାନସଭା ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି…

୨୨ରୁ ଊର୍ଦ୍ଧ୍ବ ଚାକିରିଆ ରାସନ କାର୍ଡ ଫେରାଇଲେଣି : ଶତାଧିକ ଚାକିରିଆ ଓ ଆୟକର ଦାତାଙ୍କ କାର୍ଡ ବାତିଲ

୨୨ରୁ ଊର୍ଦ୍ଧ୍ବ ଚାକିରିଆ ରାସନ କାର୍ଡ ଫେରାଇଲେଣି : ଶତାଧିକ ଚାକିରିଆ ଓ ଆୟକର ଦାତାଙ୍କ କାର୍ଡ ବାତିଲ କନ୍ଧମାଳ :(ସୁଶୀଲ କୁମାର ପାଣିଗ୍ରାହୀ): ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ…

ଦିବା ଲୋକ ରେ ମହିଳାଙ୍କ ବେକରୁ ଲୁଟିନେଲେ ସୂନା ଚେନ ଦୁର୍ବୁତ୍ତ

ଦିବା ଲୋକରେ ମହିଳାଙ୍କ ବେକରୁ ଲୁଟିନେଲେ ସୂନା ଚେନ ଦୁର୍ବୁତ୍ତ ଜଗତସିଂହପୁର ତା =13/2/25ଜଗତସିଂହପୁର ଜ଼ିଲ୍ଲା ପିତେଇପୁର ପଞ୍ଚାୟତ କାଁପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି |କାଁପୁର ଗ୍ରାମର ପଣ୍ଡା ସାହି ଛକରେ ଅନେକ ବର୍ଷ ହେବ ସ୍ନେହମୟୀ ପଣ୍ଡା…