Month: February 2025

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉଛବ ଅନୁଷ୍ଠିତ

( ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉଛବ ଅନୁଷ୍ଠିତ ) ଜଗତସିଂହପୁର ତା =6/2/25ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଅଳସୁଧା ପଞ୍ଚାୟତ କୋକଳିପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉଛବ ମହାସମାରୋହ ରେ ପାଳିତ ହୋଇଯାଇଛି |…

ଆସନ୍ତା ୧୦ରେ ପୁଣି ‘ପରୀକ୍ଷା ପେ ଚର୍ଚ୍ଚା’ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ପାଇଁ ବହୁଚର୍ଚ୍ଚିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ରେ ପୁଣିଥରେ ସାମିଲ ହେବାକୁ ଯାଉଛନ୍ତି । ବହୁ ପ୍ରତୀକ୍ଷିତ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ (ପିପିସି ୨୦୨୫) ଫେବୃଆରୀ ୧୦, ୨୦୨୫…

୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ : ୧୨ରେ ସର୍ବଦଳୀୟ ବୈଠକ

ଭୂବନେଶ୍ଵର, ୦୬/୦୨ : ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ।…

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଭୂବନେଶ୍ୱର, ୦୬/୦୨ : ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ…

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି…

ପ୍ରଶାସନିକ ଅବହେଳା: ବନବାସୀ ଚାଷୀ ଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି

ପ୍ରଶାସନିକ ଅବହେଳା: ବନବାସୀ ଚାଷୀ ଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି କନ୍ଧମାଳ, (ସୁଶୀଲ କୁମାର ପାଣିଗ୍ରାହୀ): ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧୁଷିତ ବନବାସୀ ମାନେ ବେପାରୀଙ୍କ ଦ୍ୱାରା…

ଟିକେଟ୍ ପାଇଁ ବାରବାଟୀ ଷ୍ଟାଡିୟମ୍ ଟିକେଟ କାଉଣ୍ଟରରେ ଭିଡ – ପୋଲିସ୍ ହସ୍ତକ୍ଷେପ ପରେ ଲୋକ ଫେରିଲେ

ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନ ଦ୍ଵିତୀୟ ଏକ ଦିବସିୟ ଖେଳାଯିବ ଗତ କାଲି ଅବ୍ୟବସ୍ଥା ମଧ୍ୟରେ ଟିକେଟ ବିକ୍ରି ହୋଇଥିଲା, ଲୋକମାନେ ନାହିଁ ନଥିବା ହଇରାଣ ହୋଇଥିଲେ, ବହୁ ଲୋକ ଲାଇନରେ ଅଣ ନିଶ୍ଵାସ ହୋଇଥିବା ଦେଖାଯାଇଥିଲା, ପୋଲିସ…

ଧର୍ମପରାୟଣ ମହିଳାଙ୍କ ପରଲୋକ

ଧର୍ମପରାୟଣ ମହିଳାଙ୍କ ପରଲୋକ ଆଳି ବ୍ଳକ ଅନ୍ତର୍ଗତ ପୋଡାମରାଇ ଆଳକଣାର ସ୍ବର୍ଗତ ଆଦର୍ଶ ଶିକ୍ଷକ ପରମାନନ୍ଦ ଦାଶଙ୍କ ପତ୍ନୀ ତଥା ବିଶିଷ୍ଟ ଧର୍ମପରାୟଣ, ପରୋପକାରୀ ମହିଳା ବିଳାସିନୀ ଦାଶ (୭୭) ବର୍ଷ ଙ୍କ ବିୟୋଗରେ ଆଜି ତାଙ୍କ ଦ୍ଵାଦଶ କ୍ରିୟା ଉପଲକ୍ଷେ…

ଛଅମାସ ର ଦରମା ନପାଇ ଆନ୍ଦୋଳନ ଓ ଧାରଣାରେ ଓଏମଡିସି କର୍ମଚାରୀ

ଛଅମାସ ର ଦରମା ନପାଇ ଆନ୍ଦୋଳନ ଓ ଧାରଣାରେ ଓଏମଡିସି କର୍ମଚାରୀ କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ଥାନା ଅନ୍ତର୍ଗତ ତଥା ବଡ଼ବିଲ ପୌରାଞ୍ଚଳ ଠାକୁରାଣୀ ସ୍ଥିତ ଓଏମଡିସି କମ୍ପାନୀରେ କାର୍ଯ୍ୟରତ କର୍ମଚାରୀ ଓ ଠିକା କର୍ମଚାରୀ ବିଗତ ଛଅ…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ନିଯୁକ୍ତି ପାଇବେ ୨୭୫୩ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ

କଟକ: ରାଜ୍ୟ ମହିଳା ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ଆସିଲା ଖୁସି ଖବର । ବଡ ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ।୨୭୫୩ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି ହାଇକୋର୍ଟ । ଏହା ସହ ସେମାନଙ୍କ ପୂର୍ବ…

You missed