ରାସାୟନିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ
ରାସାୟନିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଗୋଳ,ତା.୨୫.୦୨:- ରାସାୟନିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ( ଟେବୁଲ ଟପ୍ ଅଭ୍ୟାସ) ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
