ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ
ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ। ଭବାନୀପାଟଣା:ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
