Month: April 2025

ଆଜି ଜାତୀୟ ପଞ୍ଚାୟତିରାଜ ଦିବସ : ବଡ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୨୪/୦୪ : ଆଜି ପୁରୀ ତାଳବଣିଆଠାରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ପଞ୍ଚାୟତି ରାଜ ଦିବସ ସମାରୋହ । କାର୍ଯ୍ୟକ୍ରମରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ ବଡ଼ ଘୋଷଣା କରିବେ । ପୁରୀରୁ ୬ ଲକ୍ଷ ହିତାଧିକାରୀଙ୍କୁ ରାସନ…

ଅନୁଗୋଳ ମହୋତ୍ସବ ନେଇ ସାମ୍ବାଦିକ ସମିଳନୀ ଅନୁଷ୍ଠିତ

ଅନୁଗୋଳ ମହୋତ୍ସବ ନେଇ ସାମ୍ବାଦିକ ସମିଳନୀ ଅନୁଷ୍ଠିତ ଅନୁଗୋଳ : ଆଜି ବୁଧବାର ସର୍କିଟ ହାଉସ ସଭା କକ୍ଷରେ ଅନୁଗୋଳ ମହୋତ୍ସବ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରିତିମୟ…

କେନ୍ଦୁଝର ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ନିଆଁଲାଗି ଗୋଟିଏ ବାଇକ ଜଳିପୋଡ଼ି ପାଉଁଶ

କେନ୍ଦୁଝର ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ନିଆଁଲାଗି ଗୋଟିଏ ବାଇକ ଜଳିପୋଡ଼ି ପାଉଁଶ କେନ୍ଦୁଝର -କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ନିଆଁ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ।ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏକ୍ସରେ ବିଭାଗ ନିକଟ ପୁରୁଣା ଘରର ପୁରୁଣା ଓ ଟି ରେ…

୨୪ରେ ମିଳିବ ନୂଆ ରାସନ କାର୍ଡ

ଭୂବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ…

ସିଭିଲ୍ ସର୍ଭିସେସ୍ ପରୀକ୍ଷା ୨୦୨୫ର ଟପ୍ପର ଶକ୍ତି ଦୁବେ

ଭୂବନେଶ୍ୱର: ୟୁପିଏସସି ଦ୍ୱାରା ସିଭିଲ୍ ସର୍ଭିସେସ୍ ପରୀକ୍ଷାର ରେଜଲ୍ଟ ମଙ୍ଗଳବାର ଦିନ ପ୍ରକାଶ ପାଇଛି। ଶକ୍ତି ଦୁବେ ସିଭିଲ୍ ସର୍ଭିସେସ୍ ପରୀକ୍ଷା ୨୦୨୫ର ଟପ୍ପର ହୋଇଛନ୍ତି। ସୂଚନା ଅନୁଯାୟୀ, ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ଏହା…

ରାଜ୍ୟରେ ନକଲି ଶିକ୍ଷକ ତଦନ୍ତର ସବିଶେଷ ବିବରଣୀ ମାଗିଲେ ହାଇକୋର୍ଟ

କଟକ: ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଆସନ୍ତା ମାସ ୬ ତାରିଖ ସୁଦ୍ଧା ସବିଶେଷ ବିବରଣୀ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ସତ୍ୟପାଠ ଜରିଆରେ ଜଣାଇବା ଲାଗି ରାଜ୍ୟ…

କାଶ୍ମୀରର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ; ଦୃଢ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ବର: ଜମ୍ମୁ କାଶ୍ମୀରର ପହେଲଗାମ ଠାରେ ଆଜି ଉଗ୍ରପନ୍ଥୀମାନେ ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ପର୍ଯ୍ୟଟକ ମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ…

ଆଜି ଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୂବନେଶ୍ବର: ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର । ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ…

ଜିଲ୍ଲା ମହୋତ୍ସବ ପାଇଁ ମଶାଲ ଯାତ୍ରା

ଜିଲ୍ଲା ମହୋତ୍ସବ ପାଇଁ ମଶାଲ ଯାତ୍ରା ।ଦେଉଳଝରି,ସାତକୋଶିଆ, ଖୁଲୁଡି, ବାୟଣୀ ଓ ହିଙ୍ଗୁଳା ପୀଠରୁ ଶୈଳଶ୍ରୀକ୍ଷେତ୍ର ପହଞ୍ଚିଲା ମଶାଲ ଅନୁଗୋଳ ତା.୨୨.୦୪: ଚଳିତ ମାସ ୨୬ ତାରିଖରୁ ୨୮ତାରିଖ ପର୍ଯ୍ୟନ୍ତ ୩ ଦିନଧରି ଜିଲ୍ଲା ମହୋତ୍ସବ ଆୟୋଜନ ହେବାକୁ ଥିବା ବେଳେ…

ଭୈନାତୋରା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ

ଭୈନାତୋରା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅମ୍ବାଭୋନା-ଅଦ୍ୟ ତା ୨୨/୦୪/୨୦୨୫ ମଙ୍ଗଳବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଭୈନାତୋରା ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗୁଣ ସାଗର ପଣ୍ଡା ଙ୍କ ସଭାପତିତ୍ବରେ ତଥା ବିଦ୍ୟାଳୟ…

You missed