Month: April 2025

ସଙ୍କଟ ମୋଚନ ହନୁମାନ ଜୟନ୍ତୀ,ପଞମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି

ସଙ୍କଟ ମୋଚନ ହନୁମାନ ଜୟନ୍ତୀ,ପଞମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ଯାଜପୁର __ ଯାଜପୁର ଜିଲ୍ଲା ବରି ବ୍ଳକ ଅନ୍ତର୍ଗତ ମନ୍ଦାରି ପଞ୍ଚାୟତର ମେଦୁଆକୁଳ ଠାରେ ଥିବା ସଙ୍କଟ ମୋଚନ ହନୁମାନ ଜୟନ୍ତୀର ପଞମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ହନୁମାନ…

୪ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏସଆଇ

ନୟାଗଡ଼: ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏସଆଇ । ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ଖବରମୁତାବକ, ମୋନାଲିସା ଦାସ ନାମକ ଜଣେ ମହିଳା…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ୨୫ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

ଭୂବନେଶ୍ବର:ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏଆଇସିସି ସାଧାରଣ ସମ୍ପାଦକ କେ ସି ଭେନୁଗୋପାଲ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ରାଜନୈତିକ ବ୍ୟାପାର କମିଟି ଘୋଷଣା କରିଛନ୍ତି। ଘୋଷଣା କରାଯାଇଥିବା ଓଡ଼ିଶା ରାଜନୈତିକ ବ୍ୟାପାର କମିଟିରେ ୨୫ ଜଣ ସଦସ୍ୟ ରହିଛନ୍ତି ।…

୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି

ଭୂବନେଶ୍ୱର, ୧୬/୦୪ : ବିଜେଡି ୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛି । ରାଜ୍ୟ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଏହି ଘୋଷଣା କରିଛନ୍ତି । ଆଜି ସଭାପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ । ଜିଲ୍ଲା…

ଏ ବି ଏସ୍ ପକ୍ଷରୁ ବାବା ସାହେବ ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳନ

ଏ ବି ଏସ୍ ପକ୍ଷରୁ ବାବା ସାହେବ ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳନ । ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ବନ୍ଦା ଗ୍ରାମ ପଞ୍ଚାୟତ ଖେଳ ପଡ଼ିଆ ଠାରେ ଭାରତୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ. ଭୀମ ରାଓ ରାମଜୀ…

ନାରୀ ନିର୍ଯାତନା ଏବଂ ରୋଷେଇ ଗ୍ୟାସ୍ ମୂଲ୍ୟ ବୃଦ୍ଧି ବିରୁଦ୍ଧରେ କଂଗ୍ରେସର ମଶାଲ ଶୋଭାଯାତ୍ରା ଏବଂ ପ୍ରତିବାଦ

ନାରୀ ନିର୍ଯାତନା ଏବଂ ରୋଷେଇ ଗ୍ୟାସ୍ ମୂଲ୍ୟ ବୃଦ୍ଧି ବିରୁଦ୍ଧରେ କଂଗ୍ରେସର ମଶାଲ ଶୋଭାଯାତ୍ରା ଏବଂ ପ୍ରତିବାଦ ତା ୧୫ ଏପ୍ରିଲ ୨୦୨୫ ।ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ବର୍ଦ୍ଧିଷ୍ଣୁ ନାରୀ ନିର୍ଯାତନା ବିଶେଷ କରି ଗଣ…

ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସଫଳ ଭାବେ ଉଦଯାପିତ ହେଲା ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସଫଳ ଭାବେ ଉଦଯାପିତ ହେଲା ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଢେଙ୍କାନାଳ, ତା: ୧୫ ଏପ୍ରିଲ –ଓଡିଆ ପକ୍ଷ ପାଳନ ଅବସରରେ ଗ୍ରୀଷ୍ମ ପ୍ରବାହ ଓ ରକ୍ତ ଭଣ୍ଡାରରେ ରକ୍ତ ଅଭାବକୁ ଦୃଷ୍ଟିରେ ରଖି ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ…

ପୂର୍ବତନ ଧର୍ମଶାଳା ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ୪ ଗିରଫ

ଭୂବନେଶ୍ୱର: ବିଜେଡି ନେତା ତଥା ପୂର୍ବତନ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ଗାଡ଼ି ଉପରେ ରବିବାର ଦିନ ହୋଇଥିବା ଆକ୍ରମଣ ଘଟଣାରେ ଯାଜପୁର ପୋଲିସ ଚାରି ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ମଙ୍ଗଳବାର ଦିନ ସେମାନଙ୍କୁ କୋର୍ଟକୁ ପଠାଯାଇଛି।…

ରାଜ୍ୟରେ ୨୫ ଶହ ଗୃହରକ୍ଷୀ ପଦବୀ ହେବ ପୂରଣ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୨୫ ଶହ ଗୃହରକ୍ଷୀ ପଦବୀ ହେବ ପୂରଣ : ମୁଖ୍ୟମନ୍ତ୍ରୀ ଭୂବନେଶ୍ୱର, ୧୫/୦୪ : ରାଜ୍ୟରେ ୨୫୦୦ ଗୃହରକ୍ଷୀ ପଦବୀ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବର୍ତ୍ତମାନ ୧୭ ହଜାର ୬୭୫ ଗୃହରକ୍ଷୀ ପଦବୀ ରହିଛି…

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଗୋଳ,ତା.୧୫.୦୪:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ଯକ୍ଷତାରେ ଜିଲ୍ଲା ସଦର ମହକୁମା (ସର୍କିଟ ହାଉସ୍ ଅଡିଟୋରିୟମ) ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…