Month: April 2025

ଏପ୍ରିଲ ମାସରେ ଦୁଇଥର ମିଳିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ବର, ୦୭-୦୮/୦୪ : ଆଜି ସୁଭଦ୍ରା’ ଯୋଜନାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏପ୍ରିଲ ମାସରେ ଦୁଇଥର ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ…

୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍ ଉଦଘାଟିତ

ଭୂବନେଶ୍ଵର, ୦୭-୦୮/୦୪ : ସପ୍ତମ ବାଟାଲିୟନ ପଡ଼ିଆରେ ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍-୨୦୨୫ ଆନୁଷ୍ଠାନିକଭାବେ ଆଜି ଉଦଘାଟିତ ହୋଇଛି । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି…

୩୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଚ୍ଛତିଶଗଡ଼ର ଦନ୍ତେୱାଡ଼ା ଜିଲ୍ଲାରେ ଆଜି ୨୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରୁ ତିନି ଜଣଙ୍କ ଉପରେ ସାଢ଼େ ଚାରି ଲକ୍ଷ ଲେଖାଏଁ ଅର୍ଥରାଶି ଘୋଷଣା କରାଯାଇଥିଲା । ପୁଲିସ୍‍ ଆରକ୍ଷି ଅଧିକ୍ଷକ ଗୌରବ ରାଇଙ୍କ…

‘୨୦୨୭ ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ’

‘୨୦୨୭ ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ’ ଭୂବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର…

ଜୟନାରାୟଣଙ୍କ ବିରୋଧରେ ମାମଲା: ପୋଲିସ ସଂଗଠନ ଦାବି କଲା ଗିରଫ

ସମ୍ବଲପୁର: ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପାଇଁ ସମସ୍ୟା ବଢ଼ିଚାଲିଛି। ସମ୍ବଲପୁର ସହରରେ ଜଣେ ପୋଲିସ ଅଧିକାରୀଙ୍କୁ ଗାଳିଗୁଲଜ ଓ ଧମକ ଦେଇଥିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ନେଇ ସୋମବାର…

ତୈଳିକ ବୈଶ୍ୟ ସମାଜ ପକ୍ଷରୁ ୪୪ତମ ଅଷ୍ଟପ୍ରହର ନାମଯଜ୍ଞ ଉଦଯାପିତ

ତୈଳିକ ବୈଶ୍ୟ ସମାଜ ପକ୍ଷରୁ ୪୪ତମ ଅଷ୍ଟପ୍ରହର ନାମଯଜ୍ଞ ଉଦଯାପିତ ଢେଙ୍କାନାଳ, ୭୪: ଢେଙ୍କାନାଳ ସଦର ବ୍ଳକ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ତୈଳିକ ବୈଶ୍ୟ ସମାଜ ପକ୍ଷରୁ ତିନିଦିନ ବ୍ଯାପି ଅଷ୍ଟପ୍ରହର ନାମଯଜ୍ଞ ର ଆଜି ଉଦଯାପିତ ହୋଇଯାଇଅଛି । ୫…

୫୯ତମ ଅଷ୍ଟପ୍ରହର ନାମଯଜ୍ଞ ଉଦ୍‌ଯାପିତ

୫୯ତମ ଅଷ୍ଟପ୍ରହର ନାମଯଜ୍ଞ ଉଦ୍‌ଯାପିତ ଢେଙ୍କାନାଳ, ୭/୪: ଢେଙ୍କାନାଳ ସହରସ୍ଥିତ ମାଣ୍ଡବାସାହି ଠାରେ ଅବସ୍ଥିତ ଶ୍ରୀଶ୍ରୀ ଚୈତନ୍ୟ ଜୀଉଙ୍କ ମନ୍ଦିରପ୍ରାଙ୍ଗଣରେ ଗତ ୫ ତାରିଖରୁ ଅନୁଷ୍ଠିତ ହୋଇଥିବା ଅଷ୍ଟପ୍ରହର ନାମଯଜ୍ଞ ଉଦ୍‌ଯାପିତ ହୋଇଯାଇଅଛି । ଏହି ନାମଯଜ୍ଞରେ ଢେଙ୍କାନାଳ ଜିଲ୍ଲାର ୧୩ଟି…

ମହାମନ୍ତ୍ରରେ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ ମହାସମାରୋହରେ ଅନୁଷ୍ଠିତ

ଯାଜପୁର _ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ହଳଦିଡୀହ ପଞ୍ଚାୟତର ଫଳପୁର ଗ୍ରାମର ମଲ୍ଲୀକ ସାହିରେ ମହାମନ୍ତ୍ରରେ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନରେ ଅଧିବାସ ଦ୍ବିତୀୟ ଦିନରେ ନାମ ଯଜ୍ଞ ଏବଂ ତୃତୀୟ ଦିନରେ…

ପିଏମ ଶ୍ରୀ ସ୍କୁଲରେ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ

*ପିଏମ ଶ୍ରୀ ସ୍କୁଲରେ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ* ବରଗଡ:୭/୩(ପବିତ୍ର ମେହେର ) ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସରକାରୀ ପିଏମ ଶ୍ରୀ ହାଇସ୍କୁଲ ମୁରୁମକେଲରେ ବିଦ୍ୟାଳୟସ୍ତରୀୟ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ଟାଟା ଷ୍ଟିଲ ମେରାମଣ୍ଡଳୀରେ ବିଶ୍ବ ସ୍ବାସ୍ଥ୍ୟ ଦିବସ ପାଳିତ

ଟାଟା ଷ୍ଟିଲ ମେରାମଣ୍ଡଳୀରେ ବିଶ୍ବ ସ୍ବାସ୍ଥ୍ୟ ଦିବସ ପାଳିତ କାର୍ଯ୍ୟକ୍ରମରେ କର୍ମୀ ଏବଂ 120 ସ୍ଥାନୀୟ ବାସିନ୍ଦାଙ୍କ ଯୋଗଦାନ କୁସୁପଙ୍ଗା, ଏପ୍ରିଲ ୭, ୨୦୨୫ – ବିଶ୍ବ ସ୍ବାସ୍ଥ୍ୟ ଦିବସ ଅବସରରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ପକ୍ଷରୁ କୁସୁପଙ୍ଗା ସବ୍‌…

You missed