ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୂବନେଶ୍ୱର: ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ତେବେ ଏହି ସେବାରୁ ଯେପରି…
