ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁରକ୍ଷା ଯୋଗାଇବାକୁ ଦୁଇ ଥର ବୈଠକ ବସି ସାରିଲାଣି । ଗୋପାଳପୁର ଘଟଣାରେ ରାତିକ ଭିତରେ ଅଭିଯୁକ୍ତଙ୍କୁ ଧରାଯାଇଛି । ଯେତେ ପର୍ଯ୍ୟଟନ ସ୍ଥଳୀ…
