Month: June 2025

ଭୂ-ଅର୍ଜନ ଅଧିକାରୀ ଓ ଜମିହରାଙ୍କ ପଞ୍ଚମ ମିଳିତ ଅଭିଯୋଗ ଶୁଣାଣି

ଭୂ-ଅର୍ଜନ ଅଧିକାରୀ ଓ ଜମିହରାଙ୍କ ପଞ୍ଚମ ମିଳିତ ଅଭିଯୋଗ ଶୁଣାଣି ତାଳଚେର – ମହାନଦୀ କୋଲଫିଲଡ ଲିମିଟେଡ଼ ର ସ୍ବତନ୍ତ୍ର ଭୂ-ଅର୍ଜନ କାର୍ଯ୍ୟାଳୟ ପକ୍ଷରୁ ପଞ୍ଚମ ମିଳିତ ଜମିହରାପ୍ରଜାଙ୍କ ପାଇଁ ତାଳଚେର ଉପ- ଜିଲ୍ଲାପାଳ ଙ୍କ ସଭାଗୃହଠାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…

ରଥ ର ନାହାକ ପୂଜା ଅର୍ଚ୍ଚନା କରାଯାଇ ରଥ ଉପରକୁ ଉଠାଯାଇଥିଲା

ଢେଙ୍କାନାଳ:ଗଣେଶ ବଜାର ସ୍ଥିତ ରଥ ଗଡ଼ା ସ୍ଥିତ ରଥ ଖଳା ଠାରେ ଆଜି ରଥ ର ନାହାକ ପୂଜା ଅର୍ଚ୍ଚନା କରାଯାଇ ରଥ ଉପରକୁ ଉଠାଯାଇଥିଲା। ଦେବୋତ୍ତର ନୀରିକ୍ଷକ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ବିଶ୍ୱକର୍ମା ଅଶୋକ କୁମାର ମହାପାତ୍ର, ସନ୍ତୋଷ କୁମାର…

ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଜଣେ ମହିଳା ସମେତ ଆଠଜଣ ଗିରଫ

ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଜଣେ ମହିଳା ସମେତ ଆଠଜଣ ଗିରଫ କେନ୍ଦୁଝର ଜିଲ୍ଲା କେନ୍ଦୁଝର ବନଖଣ୍ଡ ବଡ଼ବିଲ ରେଞ୍ଜ ଅଧୀନରେ ଥିବା କେନ୍ଦୁଢି ଗ୍ରାମରେ ଗତ 13ତାରିଖ ଦିନ ଗୋଠ ଛଡ଼ା ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ…

ରଥଯାତ୍ରା ଜଗିବ AI କ୍ୟାମେରା ଓ ରକ୍ଷକ ବାହନ : ଯାତାୟତ ପାଇଁ ବିଶେଷ ମୋବାଇଲ ଆପ୍

ଭୂବନେଶ୍ୱର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ…

ଭାରତରେ ଜରୁରୀ ଅବତରଣ କଲା ବ୍ରିଟେନର ଫାଇଟର ଜେଟ୍ F-35, ଜାଣନ୍ତୁ କାହିଁକି ?

ବ୍ରିଟେନର ଏକ ଫାଇଟର ଜେଟ୍‌ ଭାରତରେ ଜରୁରୀ ଅବତରଣ କରିଛି। ବିମାନଟି ତିରୁଅନନ୍ତପୁରମ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଲ୍ୟାଣ୍ଡ କରିଛି। କୁହାଯାଉଛି ଏହି ଫାଇଟର ଜେଟରେ ଇନ୍ଧନ ସରିଯାଇଥିଲା। ଏଥିପାଇଁ କୌଣସି ଜରୁରୀ ସ୍ଥିତିକୁ ଏଡ଼ାଇବା ପାଇଁ ବିମାନକୁ ଲ୍ୟାଣ୍ଡ୍‌ କରିବାକୁ ପଡ଼ିଛି…

ଯାଜପୁରରେ କାୟା ମେଲାଉଛି ଡାଇରିଆ: ଆଜି ଗ୍ରାଉଣ୍ଡକୁ ଯାଇ ସ୍ଥିତି ପରଖିବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଯାଜପୁର – ଯାଜପୁରରେ କାୟା ମେଲାଉଛି ଡାଇରିଆ । ଝାଡ଼ାବାନ୍ତିରେ ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଦୁଇ ମୃତକ ହେଲେ ଯାଜପୁର ବ୍ଲକ ଖଇରାବାଦ ଗାଁର ଜୟନ୍ତୀ…

ଇରାନକୁ ସମର୍ଥନ ଜଣାଇଲା ଚୀନ୍

ଅପରେସନ୍ ସିନ୍ଦୂର’ ସମୟରେ ଯେପରି ପାକିସ୍ତାନକୁ ସମର୍ଥନ କରିଥିଲା ଚୀନ୍, ସେହିପରି ଇରାନକୁ ମଧ୍ୟ ସମର୍ଥନ ଦେଇଛି । ଏହା ପଛରେ, ସେହି ପୁରୁଣା କଥା କହିଛି – ସାର୍ବଭୌମତ୍ୱ, ସୁରକ୍ଷା ଏବଂ କ୍ଷେତ୍ରୀୟ ଅଖଣ୍ଡତା । ଶନିବାର ଦିନ, ଚୀନର…

ସୁନ୍ଦରଗଡରୁ ବିସ୍ଫୋରକ ଲୁଟ୍ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ: ଗତ ମାସରେ ସୁନ୍ଦରଗଡର କେ ବଳଙ୍ଗ ଥାନା ଅନ୍ତର୍ଗତ ବାଙ୍କୋରେ ବିସ୍ଫୋରକ ଭର୍ତି ଏକ ଟ୍ରକ୍ କୁ ପଥର ଖଣି ନିକଟରୁ ଲୁଟ କରିବାକୁ ଚେଷ୍ଟା କରାଯାଉଥିଲା। ସେହି ଘଟଣାରେ ପୋଲିସ ଜର୍ଜ ମୁଣ୍ଡା ନାମକ ଜଣେ ବ୍ୟକ୍ତିକୁ ଗିରଫ…

ଭୁଶୁଡ଼ିଲା ବ୍ରିଜ; ନଦୀରେ ଭାସିଗଲେ ୨୫ରୁ ଅଧିକ ପର୍ଯ୍ୟଟକ, ୬ ମୃତ

ପୂଣେ: ମହାରାଷ୍ଟ୍ରର ପୁଣେ ଜିଲ୍ଲାରେ ରବିବାର ଦିନ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ଏକ ପୋଲ ଭୁଶୁଡ଼ି ପଡ଼ିଛି। ଯାହା ଫଳରେ ୨୫-୩୦ ଜଣ ପର୍ଯ୍ୟଟକ ଭାସି ଯାଇଥିବା ଆଶଙ୍କା କରାଯାଉଛି। ସେମାନଙ୍କ ମଧ୍ୟରେ ଅନେକ ଛୋଟ ପିଲା ଅଛନ୍ତି। ମିଳିଥିବା…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ କଲେ ସାଇପ୍ରସ୍‌ ରାଷ୍ଟ୍ରପତି, ଜାଣନ୍ତୁ କାହିଁକି ଏହି ଗସ୍ତ ଏତେ ଖାସ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ଗସ୍ତରେ ସାଇପ୍ରସରେ ପହଞ୍ଚିଛନ୍ତି। ସାଇପ୍ରସ ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡେସ୍ ବିମାନବନ୍ଦରରେ ରେଡ କାର୍ପେଟ ବିଛାଇ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଛନ୍ତି । ଦୁଇ ଦଶନ୍ଧି ମଧ୍ୟରେ ସାଇପ୍ରସ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ…

You missed