Month: June 2025

କାବ୍ୟାଞ୍ଜଳି କବିତା ସଂକଳନ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ

ପୂରୀ: ପବିତ୍ର ମହାକୁମ୍ଭ ଆଧାରରେ ପ୍ରସ୍ତୁତ ଆଧ୍ୟାତ୍ମିକ କବିତା ସଂକଳନ ବା କଫି ଟେବୁଲ ବୁକ୍ ଓଡ଼ିଆ ସାହିତ୍ୟ ଆକାଶରେ ଏକ ଜାଜୁଲ୍ୟମାନ କିର୍ତ୍ତି ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଦେବସ୍ନାନ ପୂର୍ଣ୍ଣିମା…

ସ୍ନାନ ପୂର୍ଣ୍ଣିମାରେ ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ

ପୂରୀ: ସ୍ନାନ ପୂର୍ଣ୍ଣିମାରେ ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ । ଟାଉନ ଥାନା ଗୁଡିଆସାହି ରାବେଣୀ ଚଉଁରା ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଜଗନ୍ନାଥ ଦୀକ୍ଷିତ । ତେବେ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ…

ଗ୍ରାମୀଣ ଡାକ ସେବକ ଚାକିରି ପାଇଁ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ୫ ଗିରଫ

ବଲାଙ୍ଗୀର: ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇଁ ଜାଲ୍ ସାର୍ଟିଫିକେଟ ଦେଇ ଗିରଫ ହେଲେ ପାଞ୍ଚ ଯୁବକ । ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ୍ ଏହି ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି…

ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା; ପରିବାରର ଜଣକୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଗତ କିଛି ଦିନ ପୂର୍ବେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି…

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ – ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ଜ୍ୟୋତିଙ୍କ ଓକିଲ କୁମାର ମୁକେଶ ଜାମିନ ଆବେଦନ କରିଥିଲେ । ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି…

ଦେଶରେ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ – କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଦେଶରେ ବନ୍ୟା ପରିଚାଳନାର ପ୍ରସ୍ତୁତିର ସମୀକ୍ଷା ପାଇଁ ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦେଶରେ ବନ୍ୟା ବିପଦକୁ ହ୍ରାସ କରିବା ପାଇଁ ନିଆଯାଇଥିବା ଦୀର୍ଘକାଳୀନ ପଦକ୍ଷେପ…

ରେଞ୍ଜର ସାମ୍ବାଦିକ ବିବାଦ ସମାଧାନ

*ରେଞ୍ଜର ସାମ୍ବାଦିକ ବିବାଦ ସମାଧାନ ହିନ୍ଦୋଳ-ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ସାମ୍ବାଦିକ ମାନଙ୍କ ସହ ହିନ୍ଦୋଳ ରେଞ୍ଜରଙ୍କ ବିବାଦ ଆଜି ସମାଧାନ ହୋଇଯାଇଛି। ଖବରରୁ ପ୍ରକାଶ ଗତ ୮/୬/୨୫ରେ ଏକ ହାତୀ ମୃତ୍ୟୁ ଘଟଣାକୁ ନେଇ ରେଞ୍ଜର ଗୌତମ ପ୍ରଧାନ ଓ ହିନ୍ଦୋଳ…

ତାଳଚେରରେ ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଉପଜିଲ୍ଳାପାଳଙ୍କୁ ଦାବିପତ୍ର ପ୍ରଦାନ

ତାଳଚେରରେ ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଉପଜିଲ୍ଳାପାଳଙ୍କୁ ଦାବିପତ୍ର ପ୍ରଦାନ ତାଳଚେର, ୧୧/୦୬ ଅଲଓଡ଼ିଶା ମାନବଧିକାର ପରିଷଦ ସଭାପତି ଡ଼ଃ ଦେବେନ୍ଦ୍ର କୁମାର ସିଂହ ଆଜି ତାଳଚେର ଉପଜିଲ୍ଳାପାଳ ସମୀର ଜେନାଙ୍କୁ ତାଳଚେରରେ ବାରମ୍ବାର ଅଘୋଷଇତ ବିଦ୍ୟୁତ୍ କାଟକୁ ରୋକାଯିବାକୁ ନେଇ…

ଦୁଇଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ଝାଡ଼ଖଣ୍ଡ, କର୍ଣ୍ଣାଟକ ଏବଂ ଆନ୍ଧ୍ର ପ୍ରଦେଶରେ ରେଳବାଇର ଦୁଇଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି । କେନ୍ଦ୍ର ସରକାରଙ୍କ ଅନୁଯାୟୀ, ଏହା ଦ୍ବାରା ଯାତ୍ରା ଆହୁରି ସୁବିଧା ହେବ, ଖର୍ଚ୍ଚ ହ୍ରାସ ପାଇବ, କାର୍ବନ ଡାଇଅକ୍ସାଇଡ୍ ନିର୍ଗମନ କମିବ…

ଦେବ ଦୁର୍ଲଭ ହାତୀବେଶରେ ମହାପ୍ରଭୁ

ଶ୍ରୀ କ୍ଷେତ୍ର ପୁରୀରେ ସ୍ନାନବେଦୀ ଉପରୁ ଅଗଣିତ ଶ୍ରଦ୍ଧାଳୁଙ୍କୁ ଦେବ ଦୁର୍ଲଭ ହାତୀବେଶରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀ ବଡ଼ଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ସମାଗମ ହୋଇଛି । ଆଜି ଶ୍ରୀଜୀଉଙ୍କର ପ୍ରସିଦ୍ଧ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି ।…

You missed