ମାଳଦ୍ବୀପର ଗ୍ଲୋବାଲ ବ୍ରାଣ୍ଡ ଆମ୍ବାସଡର ହେଲେ କ୍ୟାଟ୍ରିନା
ଵଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ହେଲେ ମାଳଦ୍ବୀପର ନୂଆ ଗ୍ଲୋବାଲ ବ୍ରାଣ୍ଡ ଆମ୍ବାସଡର। ପର୍ଯ୍ୟଟନର ବିକାଶ ପାଇଁ କ୍ୟାଟ୍ରିନାଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ମଙ୍ଗଳବାର ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ଏହି ସୂଚନା ମିଳିଛି। ସବୁଠାରୁ ବଡ଼ କଥା ଯେ, ପ୍ରଧାନମନ୍ତ୍ରୀ…
