ସ୍ୱାଧୀନତା ଅର୍ଥ ସେନାକୁ ଅପମାନ କରିବା ନୁହେଁ: ଆଲ୍ହାବାଦ ହାଇକୋର୍ଟ
ନୂଆଦିଲ୍ଲୀ: ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ସୈନିକଙ୍କ ବିଷୟରେ ଅପମାନ ଜନକ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିଲେ। ଏହାକୁ ନେଇ ବୁଧବାର ଆଲ୍ହାବାଦ ହାଇକୋର୍ଟ ରାହୁଲ ଗାନ୍ଧୀଙ୍କୁ କଡା ସମାଲୋଚନା କରିଛନ୍ତି।…
