କଳିଙ୍ଗ ଷ୍ଟୁଡ଼ିଓ ହେବ ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓ: ଡିପିଆର୍ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଭୂବନେଶ୍ୱର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ…
