ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଠାବ
ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ…
