Month: July 2025

ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ

ଲୋୟର ପିଏମ୍‌ଜି ପାଲଟିଲା ରଣକ୍ଷେତ୍ର । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ । ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ । ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ । ଏଫ୍‌ଏମ୍‌ କଲେଜ ଛାତ୍ରୀ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୂବନେଶ୍ୱର,୧୭/୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ…

ଆଜି ଓଡ଼ିଶା ବନ୍ଦ: ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ…

ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି। ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲା…

ବୁଧବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ କନିଷ୍ଠ କିରାଣି

୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ କିସ୍ତିରେ ଦେଢ଼ ହଜାର ନେଇଥିଲେ। ଆଜି ଦ୍ୱିତୀୟ କିସ୍ତିରେ ଅଢ଼େଇ ହଜାର ନେବା ବେଳେ ମାଡ଼ି ବସିଲେ ଭିଜିଲାନ୍ସ ଅଧିକାରୀ। ବୁଧବାର କିଛି ସମୟ ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର…

ବାଲେଶ୍ବର ଏଫଏମ କଲେଜ ଘଟଣା :ସଂସଦ ଘେରାଉ କରିବ କଂଗ୍ରେସ

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ । ଏହି ସମୟରେ ସଂସଦ ଘେରାଉ କରିବ କଂଗ୍ରେସ । ଓଡିଶା ପ୍ରସଙ୍ଗକୁ ପ୍ରାଥମିକତା ଦିଆଯିବ ପାଇଁ ଦାବି କରିବ କଂଗ୍ରେସ । ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟୟ । ଏଠି ସିଷ୍ଟମ ପୁରା…

ଚାଷୀଙ୍କୁ ବଡ଼ ଉପହାର ଦେଲେ ମୋଦୀ ସରକାର, ଏହି ଯୋଜନାରେ ପ୍ରତିବର୍ଷ…..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୁଧବାର (୧୬ ଜୁଲାଇ ୨୦୨୫) ତିନୋଟି ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛି । କୃଷି ଅର୍ଥନୀତି ଏବଂ ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ଦେଶକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଏହି ପଦକ୍ଷେପ…

ହିମାଚଳ ବର୍ଷା ବିପତ୍ତି : ୧୦୬ ମୃତ,୧୦୦୦ କୋଟିର କ୍ଷତି

ହିମାଚଳ ପ୍ରଦେଶର ସିମଲା, ବିଳାସପୁର ଏବଂ ସୋଲାନର ଅନେକ ସ୍ଥାନରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ୧୬ ଜୁଲାଇରେ ଚମ୍ବା, କାଙ୍ଗଡ଼ା, ମଣ୍ଡି ଏବଂ ସିରମୌର ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ସହିତ ପ୍ରବଳ ବର୍ଷାର ହଳଦିଆ ଆଲର୍ଟ…

ଗୁରୁ ଙ୍କ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ

” ଗୁରୁ ଙ୍କ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ଆଜି ଥିଲା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିବ୍ଲକ ମାଳପlଟଣା ନିବାସୀ ସ୍ବର୍ଗତ ନଟବର ସାହୁ ଙ୍କ ଏକାଦଶାହ l ସେ ପେଷା…

ଜନତା ହାଇସ୍କୁଲ ଭୁକ୍ତାରେ ବିଶ୍ଵ ସର୍ପ ଦିବସ ପାଳିତ

ଜନତା ହାଇସ୍କୁଲ ଭୁକ୍ତାରେ ବିଶ୍ଵ ସର୍ପ ଦିବସ ପାଳିତ ବରଗଡ଼: (ପବିତ୍ର ମେହେର)::ପ୍ରକୃତିର ନୀରବ ରକ୍ଷକ ଭାବରେ ପରିଚିତ ସର୍ପଜଗତର ସୁରକ୍ଷା ଓ ସଂରକ୍ଷଣ ନିମନ୍ତେ ଛାତ୍ରାବସ୍ଥାରୁ ସଚେତନ କରିବା ପାଇଁ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ…