Month: July 2025

ଶେଷରେ ଆଖି ବୁଜିଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ବର ପୀଡ଼ିତା

ଭୂବନେଶ୍ବର: ଜୀବନ ଯୁଦ୍ଧରେ ହାରିଗଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ । ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ପୀଡିତା ଜଣକ…

ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର – ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହବିଦ୍ୟାଳୟ ଘଟଣାରେ ଚିକିତ୍ସାଧୀନ ଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି…

ଏଫ୍ ଏମ୍ ପିଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ – ମୂଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଶ୍ରୀ ମାଝୀ ଏକ୍ସ ରେ କହିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା…

କଙ୍ଗାରୁକୋର୍ଟରେ ନିର୍ଯାତନା ନେଇ ସରକାରଙ୍କ ସ୍ପଷ୍ଟ ଆଇନ୍ ଅଛି

କଙ୍ଗାରୁକୋର୍ଟ ନେଇ ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ । ପ୍ରେମୀ ଯୁଗଳଙ୍କୁ କଙ୍ଗାରୁକୋର୍ଟରେ ଦଣ୍ଡ ବିଧାନ କରିବା ଅନୈତିକ କାର୍ଯ୍ୟ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କଙ୍ଗାରୁ କୋର୍ଟ ଭଳି ଘୃଣ୍ୟ ପ୍ରଥାକୁ ପ୍ରଶୟ ଦିଆଯିବ ନାହିଁ…

ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ, ସବୁ କଲେଜରେ ତୁରନ୍ତ ଆଭ୍ୟନ୍ତରୀଣ ଅଭିଯୋଗ କମିଟି କର ଗଠନ

ବାଲେଶ୍ୱର ଘଟଣା ପରେ ଓଡ଼ିଶା ସରକାର ସମସ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟକୁ କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ଉତ୍ପୀଡ଼ନ ଆଇନ, ୨୦୧୩ (C) ଅନ୍ତର୍ଗତ ଆଭ୍ୟନ୍ତରୀଣ କମିଟି ଉପରେ ନିର୍ଦ୍ଦେଶାବଳୀ ତୁରନ୍ତ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଅନ୍ତରୀଣ…

ବାବା ଆଖଣ୍ଡଳମଣି ଙ୍କ ପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ଥିବାରୁ ବିଶେଷ ପୂଜା ଅର୍ଚ୍ଚନା କରାଯାଇ ଥିଲା

ଢେଙ୍କାନାଳ ଭାଗିରଥି ସାଗର କୂଳରେ ଥିବା ବାବା ଆଖଣ୍ଡଳମଣି ଙ୍କ ପୀଠରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ଥିବାରୁ ବିଶେଷ ପୂଜା ଅର୍ଚ୍ଚନା କରାଯାଇ ଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହା ସ୍ନାନ,ବେଲ ପତ୍ର ବିଭିନ୍ନ ପ୍ରକାରର ପୁଷ୍ପ…

ଗୋପାଲପୁର ଆଶ୍ରମ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ପାଳିତ

ଗୋପାଲପୁର ଆଶ୍ରମ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ପାଳିତ ବରଗଡ:୧୪/୭(ପବିତ୍ର ମେହେର) ପ୍ରାକୃତିକ ଭାରସାମ୍ୟ ରକ୍ଷା ନିମନ୍ତେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ଆଶ୍ରମ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରଧାନ…

ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ, ୬.୮ତୀବ୍ରତାରେ ଥରିଲା ଦ୍ୱୀପପୁଞ୍ଜ

ନୁଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ସୋମବାର ଦିନ ଇଣ୍ଡୋନେସିଆର ଦକ୍ଷିଣ-ପୂର୍ବ ଭାଗରେ ଥିବା ତାନିମ୍ବର ଦ୍ୱୀପପୁଞ୍ଜରେ ୬.୮ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ସୂଚନା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଦେଇଛି । GFZ ଅନୁଯାୟୀ,…

କଂଗ୍ରେସ ଔଷଧ ବିକଳରେ ତାଟିଆ କାମୁଡ଼ୁଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାଲେଶ୍ବର ଫକିର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ, କଂଗ୍ରେସର ଦିଲ୍ଲୀ ପ୍ରେସମିଟ୍‌କୁ ଟାର୍ଗେଟ୍‌ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏନେଇ ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ସରକାର ତ୍ୱରିତ ଓ…

୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା, ଆସିବ ୪୩୨ ଆମ୍ବୁଲାନ୍ସ

ଭୂବନେଶ୍ବର: ୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା । କାଗଜପତ୍ର ପାଇଁ ଲାଗିବ ଆଉ ସପ୍ତାହେ । ତେବେ ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ସୂଚନା ଦେଇଛନ୍ତି ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ…