ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା ; ଧର୍ମେନ୍ଦ୍ର ପ୍ରଧାନ
ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଘଟଣାରେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏଭଳି ଘଟଣା ଦୁର୍ଭାଗ୍ୟଜନକ, ଯେତେ ନିନ୍ଦା କଲେ ବି…
