ରାହୁଲଙ୍କ ଶତକ; ଲର୍ଡସ୍ ଟେଷ୍ଟ୍ ପ୍ରଥମ ପାଳି ଟାଇ
ଲର୍ଡସ ଟେଷ୍ଟ୍ର ପ୍ରଥମ ପାଳିରେ ବରାବର ସ୍ଥିତି । ଇଂଲଣ୍ଡର ୩୮୭ ରନ୍ ଜବାବରେ ଭାରତ ମଧ୍ୟ ସମାନ ୩୮୭ ରନ୍ କରି ସମସ୍ତ ୱିକେଟ୍ ହରାଇଛି। ୨୦୧୫ ପରେ ପ୍ରଥମ ଥର ପାଇଁ ପ୍ରଥମ ପାଳି ଟାଇ ହୋଇଛି। କେଏଲ୍…
ଲର୍ଡସ ଟେଷ୍ଟ୍ର ପ୍ରଥମ ପାଳିରେ ବରାବର ସ୍ଥିତି । ଇଂଲଣ୍ଡର ୩୮୭ ରନ୍ ଜବାବରେ ଭାରତ ମଧ୍ୟ ସମାନ ୩୮୭ ରନ୍ କରି ସମସ୍ତ ୱିକେଟ୍ ହରାଇଛି। ୨୦୧୫ ପରେ ପ୍ରଥମ ଥର ପାଇଁ ପ୍ରଥମ ପାଳି ଟାଇ ହୋଇଛି। କେଏଲ୍…
ରାଜ୍ୟସଭା ପାଇଁ ୪ ଜଣ ମନୋନୀତ । ଉଜ୍ଜ୍ବଳ ଦେଓରାଓ ନିକମ, ସି. ସଦାନନ୍ଦନ ମାଷ୍ଟର ମନୋନୀତ । ହର୍ସବର୍ଦ୍ଧନ ଶ୍ରୀଙ୍ଗଲା ଓ ଡ. ମିନାକ୍ଷୀ ଜୈନ ମନୋନୀତ । ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି । ଏନେଇ ଗୃହ…
ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି। ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ ସେ…
କଟକ: କଟକରେ ଥିବା ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସମ୍ମିଳନୀ ହଲରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ଅନେକ ଉପକରଣ ଏବଂ ଆସବାବପତ୍ର ପୋଡ଼ି ଯାଇଛି। ସମ୍ମିଳନୀ ହଲରୁ…
ଭୂବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ତାରିଖରେ ଭୁବନେଶ୍ୱରର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଏହି ଅବସରରେ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବେ ବୋଲି…
ବଲାଙ୍ଗିର,୧୨/୭ : ଓଡ଼ିଶା ଡ୍ରାଇଭର ମହାସଙ୍ଘ ରାଜ୍ୟ କୋଷାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ବେହେରାଙ୍କୁ ପୋଲିସ ଗିରଫ କରିଛି । ଗତକାଲି ବିଳମ୍ବିତ ରାତିରେ ବଲାଙ୍ଗିର ଜିଲ୍ଲା ପୁଇଁତଳା ପୋଲିସ ଆଦିତ୍ୟଙ୍କୁ ଗିରଫ କରିଛି । ଦେବଗଡର ଡ୍ରାଇଭର ମହାସଙ୍ଘ କାର୍ଯ୍ୟାଳୟରୁ ଆଦିତ୍ୟଙ୍କୁ…
ସମ୍ବାଦ ସାହିତ୍ୟ ତରଫରୁ ଓ ଏବିଭିପି ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ।… କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ପିଲିକିଆ ଗ୍ରାମରେ 12/7/2025ଦିନ ସମ୍ବାଦ ସାହିତ୍ୟ ଘର ଓ ଜଗମୋହନ ହାଇସ୍କୁଲ ର ମିଳିତ ଆନୁକୁଲ୍ୟରେ ସ୍କୁଲ ପରିସରରେ ବୃକ୍ଷରୋପଣ କରାଯାଇଛି, ପ୍ରଧାନଶିକ୍ଷକ କାହ୍ନୁଚରଣ…
ଭୂବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା…
ନାଲକୋ ନଗର ବଣିକ ସଙ୍ଘର ନିର୍ବାଚନ ନାଲକୋ ନଗର : ଅନଗୁଳ ଜିଲ୍ଲା ବନରପାଳ ବ୍ଲକ ଅନ୍ତର୍ଗତ ନାଲକୋ ବଜାର ବଣିକ ସାଙ୍ଗରେ ପୁନଃ ଆଗାମୀ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ମନୋନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଚଳିତ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପ୍ରଧାନଶିକ୍ଷକ ସୁବାସ ଚନ୍ଦ୍ର ସାହୁ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ଯାଜପୁର ___ ବିଂଝାରପୁର ବ୍ଳକ ଅନ୍ତର୍ଗତ ଚିକଣା ପଞ୍ଚାୟତ ଅନ୍ତର୍ଗତ ଶାସନପଡା ର ମଧୁସୂଦନ ସରକାରୀ ନୋଡାଲ ଉପ୍ରା ବିଦ୍ୟାଳୟ ର…