୫ଟି ଦେଶ ଗସ୍ତ ଶେଷ କରି ଭାରତ ଫେରିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫ଟି ରାଷ୍ଟ୍ର ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଓ ନାମ୍ବିଆ ଗସ୍ତ ପରେ ଆଜି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତ ସମୟରେ ଭାରତ ସହିତ ଦ୍ବିପାକ୍ଷିକ ସମ୍ପର୍କ ମଜଭୁତ କରିବା…
