Month: July 2025

ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ

ଊନବିଂଶ ଶତାବ୍ଦୀର ସତୁରି ଦଶକରେ ବହୁବିଧ ପଦକ୍ଷେପ ସତ୍ତ୍ୱେ ବାଘ ସଂଖ୍ୟାରେ ଦ୍ରୁତହ୍ରାସ ବିଶ୍ୱବ୍ୟାପୀ ଚହଳ ସୃଷ୍ଟି କରିଥିଲା। ଫଳରେ ଏହି ବିଲୁପ୍ତପ୍ରାୟ ସ୍ତନ୍ୟପାୟୀ ପ୍ରାଣୀଙ୍କ ସୁରକ୍ଷା ଲାଗି ଚିନ୍ତାବ୍ୟକ୍ତ କରିଥିଲେ ବନ୍ୟପ୍ରାଣୀ ବିଶେଷଜ୍ଞ। ୨୦୧୦ରେ ରୁଷିଆର ବନ୍ଦରନଗରୀ ସେଣ୍ଟପିଟର୍ସବର୍ଗରେ ଆୟୋଜିତ…

ୟୁପି ଭଳି ଓଡ଼ିଶାରେ ଗ୍ୟାଙ୍ଗଷ୍ଟର ଏବଂ ଅସାମାଜିକ କାର୍ଯ୍ୟକଳାପ ଆଇନ ପ୍ରଣୟନ କରାଯାଉ:ଉପବାଚସ୍ପତି

ଭୂବନେଶ୍ବର: ଓଡ଼ିଶାରେ ସଂଗଠିତ ଅପରାଧ ଏବଂ ଅସାମାଜିକ କାର୍ଯ୍ୟକଳାପକୁ ପ୍ରଭାବଶାଳୀ ଭାବରେ ରୋକିବା ପାଇଁ ୟୁପି ଗ୍ୟାଙ୍ଗଷ୍ଟର ଆଇନ ଭଳି ଓଡ଼ିଶା ଗ୍ୟାଙ୍ଗଷ୍ଟର ଏବଂ ଅସାମାଜିକ କାର୍ଯ୍ୟକଳାପ (ନିବାରଣ) ଆଇନ ପ୍ରଣୟନ କରାଯାଉ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଉପବାଚସ୍ପତି ଭବାନୀଶଙ୍କର ଭୋଇ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୫୧ ଜଣଙ୍କୁ ମିଳିଲା ୫୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଗତକାଲି ଥିଲା ୧୩ତମ ପାଳି । ଭୁବନେଶ୍ୱର ୟୁନିଟ-୨ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହ ଏହାର ସମାଧାନ ଓ ପ୍ରତିକାର ପାଇଁ ଆବଶ୍ୟକୀୟ…

‘ପ୍ରଳୟ-6’ ମିସାଇଲର ସଫଳ ପରୀକ୍ଷଣ

ପ୍ରଳୟ-୬ ମିସାଇଲର ସଫଳ ବ୍ୟାବହାରିକ ପରୀକ୍ଷଣ । ଭାରତ ନିଜର ସ୍ୱଳ୍ପ ଦୂରଗାମୀ ଆକ୍ରମଣ କ୍ଷମତାକୁ ମଜବୁତ କରି ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ କରିଛି । ଏହି ମିସାଇଲ ଡିଆରଡିଓ ଦ୍ୱାରା ବିକଶିତ ହୋଇଛି । ରିପୋର୍ଟ ଅନୁଯାୟୀ, କ୍ଷେପଣାସ୍ତ୍ର…

ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ୍

ରବି ଋତୁ ଧାନ ସଂଗ୍ରହରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିବା ଘଟଣା । ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ୍ । ୧ ଲକ୍ଷ ୮୧ ହଜାର ୬୮୪ ଟି ପ୍ଲଟ୍‌ରେ ହୋଇନି ଧାନ ଚାଷ । ଏନେଇ…

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ରେଡ୍ । ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ । କେବଳ ଭୁବନେଶ୍ବରରେ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ।ନୟାଗଡ଼ର ୨ଟି ସ୍ଥାନ,…

ଜନତା ସରକାରୀ ହାଇସ୍କୁଲରେ ବିଶ୍ଵ ପ୍ରକୃତି ସଂରକ୍ଷଣ ଦିବସ ପାଳିତ

ଜନତା ସରକାରୀ ହାଇସ୍କୁଲରେ ବିଶ୍ଵ ପ୍ରକୃତି ସଂରକ୍ଷଣ ଦିବସ ପାଳିତ ବରଗଡ:୨୮/୭(ପବିତ୍ର ମେହେର) “ପ୍ରକୃତିଃ ରକ୍ଷତି ରକ୍ଷିତା” ଅର୍ଥାତ୍ ପ୍ରକୃତି ବଞ୍ଚିଲେ ଆମେ ବଞ୍ଚିବା।ପ୍ରକୃତିର ସୁରକ୍ଷା ଓ ସଂରକ୍ଷଣ ପ୍ରତି ଶିକ୍ଷାର୍ଥୀମାନଙ୍କୁ ଅବଗତ ଓ ସଚେତନ କରିବା ଉଦ୍ଦେଶ୍ୟରେ ବରଗଡ ଜିଲ୍ଲା…

ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କେନାଡ଼ିପା ଭୂତେଶ୍ୱର୍ ଶିବ ମନ୍ଦିର ରେ ବୋଲ ବମ କାଉଡ଼ିଆ ଙ୍କ ଭିଡ଼

ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କେନାଡ଼ିପା ଭୂତେଶ୍ୱର୍ ଶିବ ମନ୍ଦିର ରେ ବୋଲ ବମ କାଉଡ଼ିଆ ଙ୍କ ଭିଡ଼ ଜମିଥିଲା।ଏଠାରେ ଭୂତେଶ୍ୱର ବାବା ଙ୍କ ଠାରେ ମନସ୍କାମନା କଲେ ଦୁଃଖ ଦୂର ହୁଏ ବୋଲି ବିଶ୍ୱାସ ରହିଛି ।ଏହି ମନ୍ଦିରରେ ବହୁ…

୪ କୋଟିର ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା; ୩ଟି ସ୍ତରରେ ଦିଆଯିବ ପୁରସ୍କାର

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର ରାଶି ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ୩ଟି ସ୍ତରରେ ପୁରସ୍କାର ଦିଆଯିବା ନେଇ ମନ୍ତ୍ରୀଙ୍କ ସୂଚନା । Post Views:…

୯ଟି ଆତଙ୍କୀ ଆଡ୍ଡା ସ୍ଥଳରେ ୧୦୦ରୁ ଅଧିକ ଆତଙ୍କୀଙ୍କୁ ନିପାତ କଲୁ: ରାଜନାଥ ସିଂ

ସଂସଦରେ ଅପରେସନ ସିନ୍ଦୂର ଡିବେଟ ଆରମ୍ଭା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରମ୍ଭ କଲେ ଡିବେଟ । ଭାରତୀୟ ସେନା କିପରି ଭାବେ ଅପରେସନ ସିନ୍ଦୂର ପରିଚାଳନା କଲେ ଜଣାଇଲେ । ଆତଙ୍କବାଦୀଙ୍କୁ କିପରି ସେମାନଙ୍କ ଘରେ ପଶି ମାରିଲେ ଅବଗତ…