Month: July 2025

ଦିଲ୍ଲୀ ସରକାରଙ୍କ ବଡ ନିଷ୍ପତ୍ତି, ଶ୍ରାବଣରେ ବିକ୍ରି ହେବ ନାହିଁ ମାଛ ଓ ମାଂସ

ଆସୁଛି ଦେବ ଦେବ ମହାଦେବଙ୍କ ପ୍ରିୟ ମାସ ଶ୍ରାବଣ ମାସ । ୧୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି ଶ୍ରାବଣ ମାସ । ପାଣି ଭାର ନେବା ପାଇଁ ପ୍ରସ୍ତୁତ ହେଲେଣି କାଉଡିଆ । ଶିବ ଭକ୍ତଙ୍କ କାଉଡିଆ ଯାତ୍ରା କିପରି…

କଇଁଛ ପିଠିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କିବା ପଡ଼ିଲା ମହଙ୍ଗା, ଦୁଇ ଗିରଫ

କଇଁଛ ପିଠିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କିବା ଘଟଣାରେ ୨ ଯୁବକଙ୍କୁ ଗିରଫ କଲା ବନବିଭାଗ । ବିଜେପୁର ଅଞ୍ଚଳରୁ ୨ ଯୁବକଙ୍କୁ ଗିରଫ କରାଯାଇଛି । ବନ୍ୟପ୍ରାଣୀ ଆଇନ୍ ଆଧାରରେ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ନେଇ ବରଗଡ ଡିଏଫଓ…

ରଥ ଉପରକୁ ମୋବାଇଲ୍‌ ନେଇଥିବା ୭ ସେବାୟତଙ୍କ ନାଁରେ FIR

ରଥ ଉପରକୁ ମୋବାଇଲ ନେଇଥିବା 7 ସେବାୟତଙ୍କ ନାଁରେ FIR । ସିଂହଦ୍ବାର ପୋଲିସ ଷ୍ଟେସନରେ 7 ସେବାୟତଙ୍କ ନାଁରେ FIR ଦର୍ଜ ହୋଇଛି । ସେବାୟତଙ୍କ ନାଁରେ FIR ହୋଇଥିବା ସ୍ପଷ୍ଟ କଲା ଶ୍ରୀମନ୍ଦିର ପ୍ରଶାସନ । ବାରଣ ସତ୍ତ୍ବେ…

ପଞ୍ଜାବ ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା

ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍‌ଲେସ୍‌ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ ପ୍ରତ୍ୟେକ ପରିବାରକୁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମିଳିବ ।…

ଗୋଲାମୁଣ୍ଡା ବ୍ଲକରେ ନୂତନ ବିଡିଓ ଙ୍କ ଯୋଗଦାନ, ଜନ କଲ୍ୟାଣ ସାମ୍ବାଦିକ ସଂଘ ପକ୍ଷରୁ ସୌଜନ୍ୟ ମୂଳକ ସାକ୍ଷାତ

ଗୋଲାମୁଣ୍ଡା ବ୍ଲକରେ ନୂତନ ବିଡିଓ ଙ୍କ ଯୋଗଦାନ, ଜନ କଲ୍ୟାଣ ସାମ୍ବାଦିକ ସଂଘ ପକ୍ଷରୁ ସୌଜନ୍ୟ ମୂଳକ ସାକ୍ଷାତ ଗୋଲାମୁଣ୍ଡା/୮/୭/୨୫/କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକରେ ନୂତନ ଭାବେ ଯୋଗ ଦେଇଛନ୍ତି ବି ଡି ଓ ଶ୍ରୀଯୁକ୍ତ ତ୍ରିପୁରା ମହାନନ୍ଦ l ଶ୍ରୀ…

ଆସନ୍ତାକାଲି ଭାରତ ବନ୍ଦ; ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ?

ଆସନ୍ତାକାଲି ଭାରତ ବନ୍ଦ; ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ? ନୂଆଦିଲ୍ଲୀ – ଆସନ୍ତାକାଲି ଭାରତ ବନ୍ଦ । ଏହି ଡାକରା ୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ୧୭ ଦଫା ଦାବୀ ନେଇ ଏହି ବନ୍ଦ…

ଷଷ୍ଠ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ

ଷଷ୍ଠ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ଭବାନୀପାଟଣା ତା ୦୭। ୦୭। ୨୫ ଭବାନୀପାଟଣା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଠାରେ ଷଷ୍ଠତମ କଳାହାଣ୍ଡି ଵ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଶ୍ରୀ ପ୍ରଦୀପ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ…

‘ସମ୍ବିଧାନ ବଞ୍ଚାଅ ସମାବେଶ’ ପାଇଁ ଓଡ଼ିଶା କଂଗ୍ରେସ ପକ୍ଷରୁ ସଂଯୋଜକ ନିଯୁକ୍ତ

‘ସମ୍ବିଧାନ ବଞ୍ଚାଅ ସମାବେଶ’ ପାଇଁ ଓଡ଼ିଶା କଂଗ୍ରେସ ପକ୍ଷରୁ ସଂଯୋଜକ ନିଯୁକ୍ତ ଭୂବନେଶ୍ୱର: ସମ୍ବିଧାନ ବଞ୍ଚାଅ ସମାବେଶ ପାଇଁ ଓଡ଼ିଶା କଂଗ୍ରେସ ପକ୍ଷରୁ ସଂଯୋଜକମାନଙ୍କୁ ନିଯୁକ୍ତ କରାଯାଇଛି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ…

ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ମନମୋହନ

ଵରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି।ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ…

ହିଙ୍ଗୁଳା ପାଠାଗାର ପକ୍ଷରୁ ବନ ମହୋତ୍ସବ

ହିଙ୍ଗୁଳା ପାଠାଗାର ପକ୍ଷରୁ ବନ ମହୋତ୍ସବ ତାଳଚେର, ୦୮/୦୭ ତାଳଚେର ବ୍ଲକ କଳମଛୁଇଁ ଗ୍ରାମସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା ହିଙ୍ଗୁଳା ପାଠାଗାର ପକ୍ଷରୁ ୭୬ତମ ବନ ମହୋତ୍ସବ ପାଳନ କରାଯାଇଛି । ଏହି ଅବସରରେ ଅନୁଗୋଳ ବାରସିଂହା ଗ୍ରାମସ୍ଥିତ ଶ୍ରୀ…