Month: July 2025

ବ୍ରିକ୍ସରେ ଯୋଗ ଦେବାକୁ ବ୍ରାଜିଲରେ ମୋଦି: ଅପରେସନ୍ ସିନ୍ଦୂର ଥିମରେ ହେଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଚାରି ଦିନିଆ ବ୍ରାଜିଲ ଗସ୍ତରେ ରିଓ ଡି ଜେନେରିଓରେ ପହଞ୍ଚିଛନ୍ତି । ବ୍ରାଜିଲରେ ୧୭ତମ ବ୍ରିକ୍ସ ସମ୍ମିଳନୀରେ ମଧ୍ୟ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା।…

ହରିଶୟନ ବଡ଼ ଏକାଦଶୀ ନୀତି ପାଳିତ

ଢେ଼ଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜିଉ ମନ୍ଦିର ରେ ଆଜି ଆଷାଢ଼ ମାସ ର ହରିଶୟନ ବଡ଼ ଏକାଦଶୀ ନୀତି ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ,ନୂତନ ବସ୍ତ୍ର , ତୁଳସୀ ହାର,ଫୁଲ ହାର,…

ଲୀଳାଖେଳା ସାରି ବାହୁଡ଼ିଲେ ଚକା ଆଖୂ ଭାଇ ଭଉଣୀଙ୍କୁ ଘେନି

ଲୀଳାଖେଳା ସାରି ବାହୁଡ଼ିଲେ ଚକା ଆଖୂ ଭାଇ ଭଉଣୀଙ୍କୁ ଘେନି ଅନୁଗୋଳ : ଆଜି ବାହୁଡା଼ ଯାତ୍ରା ଉତ୍ସାହ ଉଦ୍ଦୀପନାର ସହ ସମ୍ପନ୍ନ ହୋଇଛି। ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥ୍‌ରେ ଧରି…

HDFC, ICICI, ଆକ୍ସିସ୍‌ ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର

ଓଡ଼ିଶା ସରକାର ତିନୋଟି ଘରୋଇ ବ୍ୟାଙ୍କ-ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଆକ୍ସିସ ବ୍ୟାଙ୍କଙ୍କୁ ରାଜ୍ୟ ସରକାରୀ ସଂସ୍ଥା ଓ ବିଭାଗମାନଙ୍କର ବ୍ୟବସାୟ ଏବଂ ଜମା ରାଶି ପରିଚାଳନା ପାଇଁ ପ୍ୟାନେଲଭୁକ୍ତ ବ୍ୟାଙ୍କ ତାଲିକାରୁ ବାଦ ଦେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛନ୍ତି।…

ଗୋଟିଏ ଟେଷ୍ଟରେ ଗାଭାସ୍କରଙ୍କ ନାଁରେ ଥିବା ସର୍ବାଧିକ ରନ୍‌ ରେକର୍ଡ ଭାଙ୍ଗିଲେ ଶୁବମନ ଗିଲ୍‌

ସୁନୀଲ ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଶୁବମନ ଗିଲ୍‌। ଗୋଟିଏ ଟେଷ୍ଟରେ ଗାଭାସ୍କରଙ୍କ ନାଁରେ ଥିବା ସର୍ବାଧିକ ରନ୍‌ ରେକର୍ଡ ଭାଙ୍ଗିଲେ । ୧୯୭୧ରେ ଗାଭାସ୍କର ପୋର୍ଟ ଅଫ୍‌ ସ୍ପେନ୍‌ରେ ୩୪୪ ରନ୍‌ କରିଥିଲେ। ୱେଷ୍ଟଇଣ୍ଡିଜ ବିପକ୍ଷରେ ଗାଭାସ୍କର ଉଭୟ ଇନିଂସରେ ୩୪୪…

‘୨୦୪୭ ସୁଦ୍ଧା ୩୨ ଟ୍ରିଲିୟନ୍‍ ଡଲାର ଅର୍ଥନୀତିରେ ପରିଣତ ହେବ ଭାରତ ‘

ଭାରତରେ ପ୍ରଣୟନ ହେଉଥିବା ରଣନୈତିକ ନୀତିଗୁଡ଼ିକ ଆସନ୍ତା ୨୦୪୭ ସୁଦ୍ଧା ଦେଶକୁ ୪ ଟ୍ରିଲିୟନ୍‍ ଡଲାରରୁ ୩୨ ଟ୍ରିଲିୟନ୍‍ ଡଲାର ଅର୍ଥନୀତିରେ ପରିଣତ କରିବ ବୋଲି ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି । ବେଙ୍ଗାଲୁରୁରେ ଅନୁଷ୍ଠିତ ଆଇ.ଆଇ.ଟି.,…

୧୨ ଦେଶ ଉପରେ ଶୁଳ୍କ ବୃଦ୍ଧି ଘୋଷଣା ପତ୍ରରେ ସ୍ଵାକ୍ଷର କଲେ ଆମେରିକା ରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଡୋନାଲ୍‍ଡ ଟ୍ରମ୍ଫ୍‍ ୧୨ଟି ଦେଶ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି ଘୋଷଣାପତ୍ରରେ ସ୍ୱାକ୍ଷର କରିଛନ୍ତି । ଏଥିରେ ସମ୍ପୃକ୍ତ ଦେଶଗୁଡ଼ିକ ଆମେରିକାକୁ ରପ୍ତାନୀ କରୁଥିବା ସାମଗ୍ରୀ ଉପରେ ଲାଗୁ ହେବାକୁ ଥିବା ବିଭିନ୍ନ ଶୁଳ୍କ ହାରକୁ ପୂର୍ଣ୍ଣାଙ୍ଗ ରୂପ…

ସିଂହଦ୍ବାର ଆଗରେ ଲାଗିଲା ତିନି ରଥ

ନବଦିନାତ୍ମକ ରଥଯାତ୍ରା ଶେଷ କରି ଶ୍ରୀଜିଉମାନେ ଆଜି ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଛନ୍ତି। ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ ଥିବା ରଥ ଉପରେ ବିରାଜିଲା ପରେ ବଡ଼ଦାଣ୍ଡରେ ଲକ୍ଷଲକ୍ଷ ଭକ୍ତଙ୍କ ସହିତ ଭାବ ବିନିମୟ କରି ଶ୍ରୀଜିଉମାନେ ବଡ଼ଦେଉଳ…

ଅଭିନେତ୍ରୀଙ୍କ ଠାରୁ ED ଜବତ କଲା ୩୪ କୋଟି ଟଙ୍କାର ସମ୍ପତ୍ତି

କନ୍ନଡ଼ ସୁନା ଚୋରା ଚାଲାଣ ମାମଲାରେ ଜଡିତ ରହିଛନ୍ତି ଅଭିନେତ୍ରୀ ରଣ୍ୟା ରାଓ । ସେହି କାରଣରୁ ତାଙ୍କଠାରୁ ୩୪ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ED । ଏହି କାର୍ଯ୍ୟାନୁଷ୍ଠାନ ମନି ଲଣ୍ଡରିଂ ନିବାରଣ ଆଇନ (PMLA) ଅଧୀନରେ…

ତେଲେଙ୍ଗାନା ବିସ୍ଫୋରଣ ଘଟଣା: କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା

ଭୂବନେଶ୍ୱର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଆଜି କଟକର…