ପୁରୀ ସହର ହେବ ମହାନଗର ନିଗମ, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
ପୂରୀ: ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି । ଏହି ଅବସରରେ ପୁରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ବୋଲି ଆଜି କହିଛନ୍ତି…
