SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ, କହିଲେ ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ
SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ । ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ କହିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି…
