Month: August 2025

୮ଟି ନୂଆ ADJ କୋର୍ଟ ପାଇଁ ଆଇନ ବିଭାଗର ବିଜ୍ଞପ୍ତି ପ୍ରକାଶ

ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ନ୍ୟାୟ ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ୮ଟି ନୂଆ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି…

ଆମେରିକା ଏବଂ ୟୁରୋପୀୟ ସଂଘକୁ କଡ଼ା ଜବାବ ଦେଲା ଭାରତ

ନୁଆଦିଲ୍ଲୀ,୫।୮: ସୋମବାର ଭାରତ ରୁଷିଆରୁ ଅଶୋଧିତ ତୈଳ କିଣିବା ପାଇଁ ନୂଆଦିଲ୍ଲୀକୁ ଅନୁଚିତ ଏବଂ ଅଯୌକ୍ତିକ ଭାବରେ ଟାର୍ଗେଟ କରିବା ପାଇଁ ଆମେରିକା ଏବଂ ୟୁରୋପୀୟ ସଂଘକୁ କଡ଼ା ଜବାବ ଦେଇଛି। ସମାଲୋଚନାକୁ କଡ଼ା ପ୍ରତ୍ୟାଖ୍ୟାନ କରି ଭାରତ ରୁଷିଆ ସହିତ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ

ଭୂବନେଶ୍ୱର,୪/୮: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ।- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ…

ଶ୍ରାବଣ ମାସର ଶେଷ ସୋମବାରେ ବାବା ଆଖଣ୍ଡଳମଣିଙ୍କ ବିଶେଷ ପୂଜା ଅର୍ଚ୍ଚନା

ଶ୍ରାବଣ ମାସର ଶେଷ ସୋମବାରେ ବାବା ଆଖଣ୍ଡଳମଣି ଙ୍କ ବିଶେଷ ପୂଜା ଅର୍ଚ୍ଚନା ଢେ଼ଙ୍କାନାଳ ଭାଗିରଥି ସାଗର କୂଳରେ ଥିବା ବାବା ଆଖଣ୍ଡଳମଣି ଙ୍କ ପୀଠରେ ଆଜି ଶ୍ରାବଣ ମାସର ଶେଷ ସୋମବାର ଥିବାରୁ ବିଶେଷ ପୂଜା ଅର୍ଚ୍ଚନା କରାଯାଇଥିଲା। ପ୍ରାତଃ…

ଓଭାଲରେ ଭାରତ ବିଜୟର ୫ ବଡ଼ କାରଣ, ଜାଣନ୍ତୁ କିପରି ଆସିଲା ୬ ରନର ଐତିହାସିକ ବିଜୟ

ନୁଆଦିଲ୍ଲୀ,୪।୮: ଭାରତ ଓଭାଲ ଟେଷ୍ଟକୁ ୬ ରନର ନିକଟତମ ବ୍ୟବଧାନରେ ଜିତିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଭାରତର ସବୁଠାରୁ କମ ବ୍ୟବଧାନରେ ବିଜୟ। ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ୨-୨ ଡ୍ରରେ ଶେଷ ହୋଇଥିଲା। ପ୍ରଥମ ଇନିଂସ ମାତ୍ର ୨୨୪ ରନରେ ଅଲଆଉଟ…

ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ଟି.କେ.ପି ଟିମ ଦିଜୟୀ

ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ଟି.କେ.ପି ଟିମ ଦିଜୟୀ ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ…

ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ

ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ବରଗଡ:୪/୮(ପବିତ୍ର ମେହେର) ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ତେନ୍ତୁଳିଟିକ୍ରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଗୁପ୍ତଶ୍ବର ଥନାପତି ଉପସ୍ଥିତ ରହି…

ରାହୁଲଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ : ଭାରତ-ଚାଇନା ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ସମ୍ବନ୍ଧୀୟ ମାମଲାକୁ ରଦ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ : ଦାବି ପୂରଣ ନହେଲେ ଅଗଷ୍ଟ ୧୬ ରୁ ଆନ୍ଦୋଳନ ର ଚେତାବନୀ

ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ : ଦାବି ପୂରଣ ନହେଲେ ଅଗଷ୍ଟ ୧୬ ରୁ ଆନ୍ଦୋଳନ ର ଚେତାବନୀ ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): ରାଜ୍ୟ ଓଷ୍ଟା ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍…

ଆଜି ହେଉଛି ଓଡ଼ିଆ ସାମ୍ବାଦିକତା ଦିବସ

୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା।ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ। ପ୍ରଥମେ ଏହା ସାପ୍ତାହିକ ଏବଂ ପରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା | ନଅଙ୍କ ଦୁର୍ଭିକ୍ଷର ପଞ୍ଝାରେ ପଡ଼ି…

You missed