ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି
ସୁନ୍ଦରଗଡ଼,୩୧।୭: ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ…
